Loading...

ରାତିପାହିଲେ ମାଟ୍ରିକ ସମେଟିଭ ୨ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ରାତିପାହିଲେ ମାଟ୍ରିକ ସମେଟିଭ ୨ ପରୀକ୍ଷା ଦେବେ ପରୀକ୍ଷାର୍ଥୀ

ରାତିପାହିଲେ ମାଟ୍ରିକ ସମେଟିଭ ୨ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ରାଜ୍ୟରେ ମୋଟ ୩୨୧୮ କେନ୍ଦ୍ରରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ଦେବେ ପରୀକ୍ଷା।

ରାତିପାହିଲେ ମାଟ୍ରିକ ସମେଟିଭ ୨ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ରାଜ୍ୟରେ ମୋଟ ୩୨୧୮ କେନ୍ଦ୍ରରେ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ଦେବେ ପରୀକ୍ଷା। ତେବେ ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସକାଳ ୮ଟା ରୁ ପରୀକ୍ଷା ଆରମ୍ଭ ହେବ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ସେଣ୍ଟରରେ ୧ଘଣ୍ଟା ପୂର୍ବରୁ ପହଂଚିବାକୁ ନିର୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ବ୍ଲୁ ଓ ବ୍ଲାକ ପେନ, ପେନସିଲ, ଜ୍ୟାମିତି ବାକ୍ସ ନେଇ ଯାଇପାରିବେ।  

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.