ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଗତକାଲିଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ସମ୍ମେଟିଭ ୨ ପରୀକ୍ଷା। ଏଥର ପରୀକ୍ଷାର୍ଥୀଙ୍କ ଅନୁପସ୍ଥିତି ରାଜ୍ୟ ସରକାରଙ୍କୁ ବ୍ଯତୀତ କରିଛି।
ଗତକାଲିଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ସମ୍ମେଟିଭ ୨ ପରୀକ୍ଷା। ଏଥର ପରୀକ୍ଷାର୍ଥୀଙ୍କ ଅନୁପସ୍ଥିତି ରାଜ୍ୟ ସରକାରଙ୍କୁ ବ୍ଯତୀତ କରିଛି। କାରଣ ଚଳିତ ବର୍ଷ ମୋଟ ୧୮ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ଭଳି ଏସ୍ଏ-୨ରେ ବିଭିନ୍ନ କେନ୍ଦ୍ରରେ ମାଟ୍ରିକ୍, ମଧ୍ୟମା, ମୁକ୍ତ ବିଦ୍ୟାଳୟ ପରୀକ୍ଷାର୍ଥୀଙ୍କର ଅନୁପସ୍ଥିତି ଦେଖିବାକୁ ମିଳିଛି। ବିଭିନ୍ନ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ, କଟକ ଜିଲ୍ଲାରେ ୪୨୦ ଜଣ, କେନ୍ଦ୍ରାପଡ଼ାରେ ୪୨୫ଜଣ, ଜଗତସିଂହପୁରରେ ୨୩୫ଜଣ, ଖୋର୍ଦ୍ଧାରେ ୪୯୪ଜଣ, କୋରାପୁଟରେ ୬୮୬ଜଣ, ଯାଜପୁରରେ ୭୫୫ଜଣ, ଭଦ୍ରକରେ ୫୦ଜଣ, ବାଲେଶ୍ବରରେ ୧୧୫୮ଜଣ, ଦେବଗଡ଼ରେ ୯୪ଜଣ, ବଲାଙ୍ଗୀରରେ ୧୧୯୯ଜଣ, କଳାହାଣ୍ଡିରେ ୭୬୬ଜଣ, ଏହିପରି ଭାବରେ ସମଗ୍ର ରାଜ୍ୟରେ ମାଟ୍ରିକ୍ ପରୀକ୍ଷା(ଏସ୍ଏ-୨)ର ପ୍ରଥମ ଦିନରେ ୧୮ହଜାରରୁ ଅଧିକ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିବା ଜଣାପଡ଼ିଛି। ସେହିପରି ମଧ୍ୟମା ଓ ମୁକ୍ତବିଦ୍ୟାଳୟ ପ୍ରତ୍ୟେକ ବର୍ଗରେ ୫ ଶହରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ଜଣାପଡ଼ିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।