ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଦଶମ ଶ୍ରେଣୀ ସମେଟିଭ୍ ଆସେସ୍ମେଣ୍ଟ୍-୨ ତଥା ମାଟ୍ରିକ ପରୀକ୍ଷା ସହ ମଧ୍ୟମା, ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍, କରେସପେଣ୍ଡେଣ୍ଟ୍ କୋର୍ସ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ।
ଆସନ୍ତା ୨୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଦଶମ ଶ୍ରେଣୀ ସମେଟିଭ୍ ଆସେସ୍ମେଣ୍ଟ୍-୨ ତଥା ମାଟ୍ରିକ ପରୀକ୍ଷା ସହ ମଧ୍ୟମା, ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍, କରେସପେଣ୍ଡେଣ୍ଟ୍ କୋର୍ସ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ଏହିସବୁ ପରୀକ୍ଷା ଲାଗି ଆଜିଠୁ ପ୍ରଶ୍ନପତ୍ର ବୋର୍ଡ କାର୍ଯ୍ୟାଳୟରୁ ବିଭିନ୍ନ ଜିଲ୍ଲାର ନୋଡାଲ୍ ସେଣ୍ଟର ଗୁଡ଼ିକୁ ପଠାଯିବ। ଏଥିଲାଗି ୩୦ଟି ଜିଲ୍ଲାରେ ୩୧୫ଟି ନୋଡାଲ୍ ସେଣ୍ଟର କରାଯାଇଛି।ନୋଡାଲ୍ ସେଣ୍ଟର ଗୁଡ଼ିକରେ ପ୍ରଶ୍ନପତ୍ରଗୁଡ଼ିକର ସୁରକ୍ଷା ପାଇଁ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ଏସ୍ଓପି ଜାରି କରାଯାଇଛି।
ସୂଚନାଥାଉ କି, ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ ୭ରେ ମାଟ୍ରିକ ପରୀକ୍ଷା ସରିବ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବା ପାଇଁ ୨ ଘଣ୍ଟା ସମୟ ରହିବ। କେବଳ ଗଣିତ ବିଷୟ ପାଇଁ ୨ ଘଣ୍ଟା ୧୫ ମିନିଟ ସମୟ ଦିଆଯିବ। ପରୀକ୍ଷା ୮୦ ମାର୍କ ବିଶିଷ୍ଟ ରହିବ । ୫୦ ମାର୍କର ସଂକ୍ଷିପ୍ତ ଓ ୩୦ ମାର୍କର ଦୀର୍ଘ ଉତ୍ତରମୂଳକ। ଏହାସହ ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ OMR ସିଟ୍ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ସେହିଭଳି ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ମିଳିଥିବା ବୁକ୍ଲେଟ୍ରେ ପରୀକ୍ଷାର୍ଥୀଙ୍କୁ ଲେଖିବାକୁ ହେବ।
ମାଟ୍ରିକ ପରୀକ୍ଷା ପାଇଁ ରାଜ୍ୟରେ ୩ ହଜାରରୁ ଅଧିକ ପରୀକ୍ଷା କେନ୍ଦ୍ର କରାଯାଇଛି। ଚଳିତ ବର୍ଷ ରାଜ୍ୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।