EnewsOdia.Com

ପୁଣି ଭାଇରାଲ ହେଲା ମାଟ୍ରିକ୍‌ ପ୍ରଶ୍ନପତ୍ର

ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେଉଣୁ ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଆଜି ପ୍ରଥମ ଦିନ ଥିବା ମାତୃଭାଷା ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ସୂଚନା ମିଳିଛି। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏହି ପ୍ରଶ୍ନପତ୍ର ଭାଇରାଲ୍‌ ହୋଇଥିବା ଜଣାପଡ଼ିଛି। ମୋବାଇଲ୍‌ରୁ ମୋବାଇଲ୍‌କୁ ପ୍ରଶ୍ନପତ୍ର ଘୂରି ବୁଲୁଛି।

ଅନ୍ୟପକ୍ଷରେ ପ୍ରଶ୍ନପତ୍ର ଭାଇରାଲ୍‌ ଘଟଣାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏନେଇ କୌଣସି ଖବର ନାହିଁ। ଭାଇରାଲ ହୋଇଥିଲେ ତଦନ୍ତ କରାଯିବ ଏବଂ ଏଥିରେ ଯିଏ ସଂପୃକ୍ତ ଥିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।ଚଳିତ ବର୍ଷ ମୋଟ୍ ୫ଲକ୍ଷ ୬୦ ହଜାର ୯୦୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।

ପଢନ୍ତୁ: ଶପଥ ଗ୍ରହଣ ପରେ ଆକ୍ସନ ମୁଡରେ କେଜ୍ରିୱାଲ

ସମ୍ବନ୍ଧିତ ଖବର

ଆଉ ଚାରି ପାଞ୍ଚ ଘଣ୍ଟା ମଧ୍ୟରେ ଓଡ଼ିଶା ସୀମା ଅତିକ୍ରମ କରିବ ବାତ୍ୟା ‘ବୁଲ୍‌ବୁଲ୍‌’

Ratnamani Maharana

ଫାଶୀ ପାଇବେ କି ନିର୍ଭୟା ଦୁଷ୍କର୍ମ ଘଟଣାର ଅଭିଯୁକ୍ତ!

Ratnamani Maharana

ଜେମ୍ସ ବଣ୍ଡ ଅବତାରରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

Ratnamani Maharana

ରାନୀ ପଣ୍ଡାଙ୍କୁ ମନା ଖଣ୍ଡଗିରି ଯାତ୍ରା

Ratnamani Maharana

‘ଆଧାର’ ଲିଙ୍କ୍ ନହେଲେ ଏପ୍ରିଲରୁ ବନ୍ଦ ହେବ ଭତ୍ତା

Ratnamani Maharana

ମେଡିକାଲ ବୁଲୁଛନ୍ତି କିନ୍ତୁ ଗୁହାରି ଶୁଣିବାକୁ ସମୟ ନାହିଁ ପାଣ୍ଡିୟାନଙ୍କୁ !

Ratnamani Maharana