ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜିଠୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା । ୧୦ ଦିନ ମଧ୍ୟରେ ଖାତାଦେଖା ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ନିୟୋଜିତ ହେବେ ୧୨ ହଜାର ୪୫୦ ଜଣ ଶିକ୍ଷକ ।
ଆଜିଠୁ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା । ୧୦ ଦିନ ମଧ୍ୟରେ ଖାତାଦେଖା ସାରିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ନିୟୋଜିତ ହେବେ ୧୨ ହଜାର ୪୫୦ ଜଣ ଶିକ୍ଷକ । ମୋଟ ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ । ସକାଳ ୯ଟାରୁ ସଂଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ । ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ।
ଚଳିତବର୍ଷ ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ। ତେଣୁ ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଗୁରୁତ୍ବ ବହନ କରୁଛି। ଏଥର ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।