ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆରମ୍ଭ ହେଲା ମାଟ୍ରିକ ସମେଟିଭ ଆସେସମେଣ୍ଟ ୧- ପରୀକ୍ଷା। ୮ ହଜାର ୯୩୧ ସ୍କୁଲରେ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୭୬ହଜାର ୨୨୩ ପରୀକ୍ଷାର୍ଥୀ। ୩ହଜାର ୯୩ କେନ୍ଦ୍ରରେ ହେଉଛି ପରୀକ୍ଷା ।
ଆରମ୍ଭ ହେଲା ମାଟ୍ରିକ ସମେଟିଭ ଆସେସମେଣ୍ଟ ୧- ପରୀକ୍ଷା। ୮ ହଜାର ୯୩୧ ସ୍କୁଲରେ ପରୀକ୍ଷା ଦେଉଛନ୍ତି ୫ଲକ୍ଷ ୭୬ହଜାର ୨୨୩ ପରୀକ୍ଷାର୍ଥୀ। ୩ହଜାର ୯୩ କେନ୍ଦ୍ରରେ ହେଉଛି ପରୀକ୍ଷା । ପରୀକ୍ଷା ପାଇଁ ଶହେରୁ ଅଧିକ ସ୍କ୍ଵାଡ ଗଠନ କରାଯାଇଛି। ପ୍ରଥମ ସିଟିଂରେ ମାତୃଭାଷା ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ। ଦ୍ୱିତୀୟ ସିଟିଂରେ ରହିଛି ଗଣିତ EXAM। ପ୍ରତିଟି ଶ୍ରେଣୀଗୃହରେ ସର୍ବାଧିକ ୨୪ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ପ୍ରଥମ ସମେଟିଭ ପରୀକ୍ଷା ୫ତାରିଖରୁ ୮ଯାଏ ପରୀକ୍ଷା ହେବ। ପ୍ରଥମ ତିନି ଦିନ ଥିଓରୀ ଓ ୮ ତାରିଖରେ କେବଳ ପ୍ରାକ୍ଟିକାଲ ପରୀକ୍ଷା ହେବ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ କରାଯାଇଛି ଏବଂ ପ୍ରତିଦିନ କରାଯିବ। ସାମାଜିକ ଦୂରତା ଓ ମାସ୍କ ପରିଧାନ ଉପରେ ଗୁରୁତ୍ୱ ଦିଆଯାଇଛି। କପି ରୋକିବାକୁ ଜିଲ୍ଲାସ୍ତରରେ ୭୨ଟି ଓ ୪୦ଟି ସେଣ୍ଟ୍ରାଲ ସ୍କ୍ଵାଡ ଗଠନ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।