Loading...

ଆସିଲା ମାଟ୍ରିକ ପରୀକ୍ଷା ଫଳ

ଆସିଲା ମାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଛି ମାଟିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି।

ପ୍ରକାଶ ପାଇଛି ମାଟିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌ ହାର ୯୬.୪ ପ୍ରତିଶତ ରହିଥିବା ବେଳେ ଛାତ୍ରମାନଙ୍କଠାରୁ ଛାତ୍ରୀମାନେ ଆଗରେ ଅଛନ୍ତି।  ଛାତ୍ରୀଙ୍କ ପାସ୍‌ ହାର୍‌ ୯୭.୦୫ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୭୫ ପ୍ରତିଶତ ରହିଛି। ଏବର୍ଷ ମୋଟ୍‌ ୫୦୫୪୦୪ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୭୧୦୬ଜଣ ଛାତ୍ରୀ ଥିବା ବେଳେ ୨୫୧୨୯୮ ଜଣ ଛାତ୍ର ଥିବା ଜଣାପଡ଼ିଛି। ଗତବର୍ଷ ତୁଳନାରେ ଚଳିତବର୍ଷ ପରୀକ୍ଷା ଫଳ ଭଲ ହୋଇଛି ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି। ପୁସ୍ତିକା ଉନ୍ମୋଚନ ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା ଏବଂ ଉପସଭାପତି ନିହାର ରଞ୍ଜନ ମହାନ୍ତି ଉପସ୍ଥିତ ଥିଲେ।

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.