ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପାଇକାରୀ ମୂଲ୍ୟ ସୂଚୀ-WPI ବୃଦ୍ଧି ଆଧାରରେ ୨୭ଟି ବର୍ଗର ୮୦୦ରୁ ଅଧିକ ଔଷଧର ମୂଲ୍ୟ ବଢ଼ାଇବାକୁ କମ୍ପାନିଙ୍କୁ ଅନୁମତି ଦେଇଛି ନ୍ୟାସନାଲ ଫାର୍ମାସିଟିକାଲ ପ୍ରାଇସିଂ ଅଥରିଟି-NPPA ।
ଏପ୍ରିଲ ୧ରୁ ମହଙ୍ଗା ହେବ ନିତିଦିନିଆ ଔଷଧ। ଅତ୍ୟାବଶ୍ୟକ ଔଷଧ ଦାମ୍ ୧୨ ପ୍ରତିଶତ ବଢ଼ିଯିବ । ପାଇକାରୀ ମୂଲ୍ୟ ସୂଚୀ-WPI ବୃଦ୍ଧି ଆଧାରରେ ୨୭ଟି ବର୍ଗର ୮୦୦ରୁ ଅଧିକ ଔଷଧର ମୂଲ୍ୟ ବଢ଼ାଇବାକୁ କମ୍ପାନିଙ୍କୁ ଅନୁମତି ଦେଇଛି ନ୍ୟାସନାଲ ଫାର୍ମାସିଟିକାଲ ପ୍ରାଇସିଂ ଅଥରିଟି-NPPA ।ତେଣେ ରୋଗୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେବାକୁ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ କହିଥିବାବେଳେ ଜେନେରିକ୍ ମେଡିସିନ୍ ଆପଣାଇବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।
ସୂଚନାନୁସାରେ, ପେନ୍ କିଲର୍ ଡାଇକ୍ଲୋଫେନାକ୍, ମରଫିନ୍ ଠାରୁ ଆରମ୍ଭ କରି ଜ୍ୱର ଔଷଧ ପାରାସିଟାମଲ୍, ଆଣ୍ଟିବାୟୋଟିକ୍ ଆମୋକ୍ସିସିଲିନ୍, ସେଫାଡ୍ରକ୍ସିଲ, ମ୍ୟାଲେରିଆ ଔଷଧ କ୍ଲୋରାକୁଇନ୍, କୁଇନାଇନ୍, ରକ୍ତହୀନତା ପାଇଁ ବ୍ୟବହାର ହେଉଥିବା ଫଲିକ୍ ଏସିଡ୍, ଆଇରନ୍ ସୁକ୍ରୋଜ୍ ସମେତ ହେପାଟାଇଟିସ୍-ବି, ଜାପାନିଜ୍ ଏନସେଫାଲାଇଟିସ ଓ ମିଳିମିଳା ଭ୍ୟାକସିନ୍ ଇତ୍ୟାଦି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।