୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଥିବାବେଳେ ଆଜି ଜିଲ୍ଲାପାଳ ଓ ଏସପିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ବୈଠକ କରିବେ ।
ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଥିବାବେଳେ ଆଜି ଜିଲ୍ଲାପାଳ ଓ ଏସପିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ବୈଠକ କରିବେ । ଏଥିରେ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ଯୋଗ ଦେବେ । ମୁଖ୍ୟ ସଚିବ, ଉନ୍ନୟନ କମିଶନର, ଗୃହ ସଚିବ, ଡିଜିପି, ସ୍ୱାସ୍ଥ୍ୟ ସଚିବ ଓ ପଞ୍ଚାୟତିରାଜ ବିଭାଗର ସଚିବ ପ୍ରମୁଖ ଉପସ୍ଥିତ ରହିବେ। ଜିଲ୍ଲାସ୍ତରରେ ନିର୍ବାଚନ ପରିଚାଳନା ପାଇଁ ଜଏଣ୍ଟ ମାଷ୍ଟର ପ୍ଲାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ବାଚନ କମିଶନର କହିପାରନ୍ତି । ଆଦର୍ଶ ଆଚରଣ ବିଧି ସହ କୋଭିଡ଼ ଗାଇଡ଼ଲାଇନ କଡାକଡି ଲାଗୁ ଉପରେ ତୀକ୍ଷଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇପାରନ୍ତି ।
ବାଲାଟ ପେପର କିପରି ମତଦାନ କେନ୍ଦ୍ରରେ ସୁରକ୍ଷିତ ଭାବେ ପହଞ୍ଚିବ ଓ ଭୋଟବାକ୍ସ କଡ଼ା ସୁରକ୍ଷାରେ ଷ୍ଟ୍ରଙ୍ଗରୁମରେ ରଖାଯିବ ତାହା ଉପରେ ଆଲୋଚନାରେ ଗୁରୁତ୍ୱ ଦିଆଯିବ । ସେହିଭଳି ପ୍ରାର୍ଥୀମାନେ ସତ୍ୟପାଠରେ ଦେଇଥିବା ନିଜର ସମ୍ପତ୍ତି ତାଲିକା, ଅପରାଧିକ ପୃଷ୍ଠଭୂମି ଆଦି ତଥ୍ୟକୁ କଡ଼ାକଡ଼ି ଯାଞ୍ଚ କରାଯିବ । ଆସନ୍ତା ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ । ଆସନ୍ତା ୨୫ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଫେବ୍ରୁଆରୀ ୧୬ରୁ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ଭୋଟ୍ ହେବ । ଡିଜିଟାଲ ପ୍ରଚାର ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ରାଜନୈତିକ ଦଳଗୁଡ଼ିକ ପ୍ରସ୍ତୁତି ଚଳାଇଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।