ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
Loading...
ମାଲକାନଗିରି ଜିଲ୍ଲା ସ୍ଵାଭିମାନ ଅଞ୍ଚଳରେ ସାଉଥ ସୁପର ଷ୍ଟାର ଅଲ୍ଲୁ ଅର୍ଜୁନ। ଆରମ୍ଭ ହେଲା ସାଉଥ ସୁପର ହିଟ ଚଳଚ୍ଚିତ୍ର ପୁଷ୍ପା ପାର୍ଟ୍ -୨ ର ସୁଟିଂ।
ମାଲକାନଗିରି ଜିଲ୍ଲା ସ୍ଵାଭିମାନ ଅଞ୍ଚଳରେ ସାଉଥ ସୁପର ଷ୍ଟାର ଅଲ୍ଲୁ ଅର୍ଜୁନ। ଆରମ୍ଭ ହେଲା ସାଉଥ ସୁପର ହିଟ ଚଳଚ୍ଚିତ୍ର ପୁଷ୍ପା ପାର୍ଟ୍ -୨ ର ସୁଟିଂ। ଆନ୍ଧ୍ର ଓଡିଶା ସିମାନ୍ତ ତରାବୁ ଜଳ ପ୍ରପାତ ନିକଟରେ ସିନେମାର ଏକ ଟିମ ପହଞ୍ଚି ଏକ ଜଙ୍ଗଲି ସେଟ୍ ଅପ୍ ତିଆରି କରିଛନ୍ତି । ମାଲକାନଗିରି ଜିଲ୍ଲାପାଳ ଓ ଏସ୍.ପି.ଙ୍କ ଠାରୁ ଅନୁମତି ମିଳିବା ପରେ ପ୍ରଜୋଜକ ସଂସ୍ଥା ମୈତ୍ରୀ ମୁଭି ମେକର ପକ୍ଷରୁ ପୁଷ୍ପା 2 ଚଳଚିତ୍ରର କିଛି ଅଂଶ ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ କିଛି ଜାଗାରେ ସୁଟିଙ୍ଗ କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।