ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜିଠାରୁ ରାଜ୍ୟର ପାଗରେ ବିଶେଷ ପରିବର୍ତ୍ତନ ଦେଖାଯିବ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଆଜିଠାରୁ ରାଜ୍ୟର ପାଗରେ ବିଶେଷ ପରିବର୍ତ୍ତନ ଦେଖାଯିବ। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଶୀତ କମିଯିବ। ଆସନ୍ତାକାଲି ଉପକୂଳ ଓଡ଼ିଶାର ଜିଲ୍ଲା ଯଥା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୨ ତାରିଖ ଦିନ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଆଦି ମୁଖ୍ୟତଃ ଉତ୍ତର ଆଭ୍ୟନ୍ତର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖ ଆଡ଼କୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟମଧରଣର ବର୍ଷା ହୋଇପାରେ। ଏଣୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୨୪ ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ଜିଲ୍ଲା ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।