ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
କେନ୍ଦ୍ର ସରକାର ରବିବାର ଗାନ୍ଧୀ ପରିବାର ସହ ଜଡିତ ସଂସ୍ଥା ଉପରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୂଚନା ଅନୁସାରେ ଗୃହ ମନ୍ତ୍ରାଳୟ ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ରଦ୍ଦ କରିଛି । ଗୃହ ମନ୍ତ୍ରାଳୟର କାର୍ଯ୍ୟାନୁଷ୍ଠାନ ଫରେନ କଣ୍ଟ୍ରିବ୍ୟୁସନ ରେଗୁଲେସନ ଆକ୍ଟ ଆନୁସାରେ କରାଯାଇଛି ।
କେନ୍ଦ୍ର ସରକାର ରବିବାର ଗାନ୍ଧୀ ପରିବାର ସହ ଜଡିତ ସଂସ୍ଥା ଉପରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୂଚନା ଅନୁସାରେ ଗୃହ ମନ୍ତ୍ରାଳୟ ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ରଦ୍ଦ କରିଛି । ଗୃହ ମନ୍ତ୍ରାଳୟର କାର୍ଯ୍ୟାନୁଷ୍ଠାନ ଫରେନ କଣ୍ଟ୍ରିବ୍ୟୁସନ ରେଗୁଲେସନ ଆକ୍ଟ ଆନୁସାରେ କରାଯାଇଛି । ସଂଗଠନ ଉପରେ ବିଦେଶୀ ପାଣ୍ଠିର ଉଲ୍ଲଘଂନର ଅଭିଯୋଗ ରହିଥିବା ବେଳେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।ଗୃହ ମନ୍ତ୍ରାଳୟର ସୂଚନା ଅନୁସାରେ, ୨୦୨୦ ଜୁଲାଇରେ ଏକ କମିଟି ଗଠନ କରାଯାଇଥିଲା । ଏହାର ରିପୋର୍ଟ ଆଧାରରେ ଏହି ନଷ୍ପତ୍ତି ନିଆଯାଇଛି । ଏନେଇ ନୋଟିସ ରାଜୀବ ଗାନ୍ଧୀ ଫାଉଣ୍ଡେସନର କାର୍ଯ୍ୟାଳୟକୁ ପଠାଇଦିଆଯାଇଛି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାଜୀବ ଗାନ୍ଧୀ ଫାଉଣ୍ଡେସନର ଅଧ୍ୟକ୍ଷ । ଏହାର ଅନ୍ୟତମ ଟ୍ରଷ୍ଟି ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦମ୍ବରମ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏହି ସଂଗଠନ ୧୯୯୧ରେ ସ୍ଥାପନା କରାଯାଇଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।