ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୨୬ ବର୍ଷ ବୟସ ହୋଇଥିଲା। ମାସେ ହେଲୋ ଅକ୍ଲାନ୍ତ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ।
ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୨୬ ବର୍ଷ ବୟସ ହୋଇଥିଲା। ମାସେ ହେଲୋ ଅକ୍ଲାନ୍ତ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିଲେ।ଲିଭର ଜନିତ ସମସ୍ୟା ଯୋଗୁ ଚିକିତ୍ସାଧୀନ ଥିଲେ ଅକ୍ଲାନ୍ତ। ଆଜି କଟକ ସତୀଚଉରାରେ ଅକ୍ଲାନ୍ତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ବର୍ଷକ ପୂର୍ବେ ଅଭିନେତା ମିହିର ଦାସଙ୍କ ଦେହାନ୍ତ ହୋଇଥିଲା। ମିହିର ଦାସ ତାଙ୍କ ସାନ ପୁଅ ଅକ୍ଲାନ୍ତଙ୍କୁ ବହୁତ ଭଲ ପାଉଥିଲେ। ବାପାଙ୍କୁ ହରାଇବା ପରେ ଅକ୍ଲାନ୍ତ ବହୁତ ଡିପ୍ରେସନରେ ଥିଲେ ବୋଲି ଜଣାପଡ଼ିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।