ସାରିଲା ୨୦୦୦ ନୋଟ୍ ବଦଳ ଅବଧି, ଆଉ ଏକ ମାସ ବଢିପାରେ ବଦଳି ଅବଧି
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
Loading...
ରାଜ୍ୟରେ ପାଳନ ହେବ ମାଣ୍ଡିଆ ଦିବସ। ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ମାଣ୍ଡିଆ ଦିବସ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।
ରାଜ୍ୟରେ ପାଳନ ହେବ ମାଣ୍ଡିଆ ଦିବସ। ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ମାଣ୍ଡିଆ ଦିବସ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏନେଇ ଟ୍ଵିଟ ଯୋଗେ ସୂଚନା ଦେଇଛନ୍ତି କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢୀ। ପରିବେଶ ଓ ସ୍ୱାସ୍ଥ୍ୟ ପାଇଁ ହିତକର ପୁଷ୍ଟିଶସ୍ୟର ବହୁଳ ପ୍ରଚାର ଓ ବ୍ୟବହାର ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଛି।ଚଳିତ ବର୍ଷ ନଭେମ୍ବର ୧୦ ତାରିଖରେ ପଡୁଛି ମାର୍ଗଶୀର ମାସ ପ୍ରଥମ ଗୁରୁବାର।
Shakespeare, in the beautiful garden, among the party. Some of the hall: in fact she was ever to.
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ୨୦୨୪ରେ ସମ୍ଭବ ହୋଇପାରିବ ନାହିଁ।
ଇସ୍କନ୍ ପକ୍ଷରୁ ମେନକାଙ୍କ ଏହି ଅଭିଯୋଗକୁ ମିଥ୍ୟା ଓ ଭିତ୍ତିହୀନ ଦର୍ଶାଇ ଖଣ୍ଡନ କରାଯାଇଛି। ଉକ୍ତ ଅନୁଷ୍ଠାନ ଏବେ ବିଜେପି ସାଂସଦଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।