Loading...

ଖସୁଛି ପାରଦ ବଢୁଛି ଶୀତ, ଶୀତ ବଳୟରେ ଶିମିଳିପାଳ

ଖସୁଛି ପାରଦ ବଢୁଛି ଶୀତ, ଶୀତ ବଳୟରେ ଶିମିଳିପାଳ

ଖସୁଛି ପାରଦ ବଢୁଛି ଶୀତ। ମୟୂରରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଶୀତର ଲହରୀ ସାଙ୍ଗକୁ ଆଖପାଖ ଅଞ୍ଚଳରେ ଧଳା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି ।

ଖସୁଛି ପାରଦ ବଢୁଛି ଶୀତ। ମୟୂରରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଶୀତର ଲହରୀ ସାଙ୍ଗକୁ ଆଖପାଖ ଅଞ୍ଚଳରେ ଧଳା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଶିମିଳିପାଳ ନଅଣା ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ରାମତୀର୍ଥରେ ୧୩ ଡିଗ୍ରୀ ଓ ଉପରବାର୍ହାକାମୁଡ଼ାରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁ ପୁଉଁଥିବା ଦେଖିବାକୁ ମିଳିଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.