Loading...

କଇଁଛଙ୍କ ସୁରକ୍ଷା ପାଇଁ ଜାନୁୟାରୀରୁ ମାର୍ଚ୍ଚ ଯାଏ ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ

କଇଁଛଙ୍କ ସୁରକ୍ଷା ପାଇଁ ଜାନୁୟାରୀରୁ ମାର୍ଚ୍ଚ ଯାଏ  ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ

କଇଁଛଙ୍କ ସୁରକ୍ଷା ପାଇଁ ମତ୍ସ୍ୟଜୀବୀମାନଙ୍କୁ ମାଛଧରା ପାଇଁ ବାରଣ କରାଯାଇଥିବାବେଳେ ସେମାନଙ୍କ ଜୀବନଜୀବିକା ଲାଗି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ ଜାନୁୟାରୀରୁ ମାର୍ଚ୍ଚ ଯାଏ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରଖିବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି।

ଅଲିଭ୍ ରିଡ୍‌ଲେ କଇଁଛଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାର ଏବେ ଅଣ୍ଟା ଭିଡ଼ିଛନ୍ତି।ଏଥିପାଇଁ ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଇଟିଆର୍‌)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରଖିବାକୁ ନିସ୍ପତି ନେଇଛି ବନପ୍ରାଣୀ ବିଭାଗ। ।  ମତ୍ସ୍ୟଜୀବୀମାନଙ୍କୁ ମାଛଧରା ପାଇଁ ବାରଣ କରାଯାଇଥିବାବେଳେ ସେମାନଙ୍କ ଜୀବନଜୀବିକା ଲାଗି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ ଜାନୁୟାରୀରୁ ମାର୍ଚ୍ଚ ଯାଏ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରଖିବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ କହିଛନ୍ତି, ଅବଦୁଲ କଲାମ ଦ୍ୱୀପ ନିକଟରେ ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ସ୍ଥାନ। କ୍ଷେପଣାସ୍ତ୍ର ପରୀକ୍ଷଣ ବେଳେ ଶକ୍ତିଶାଳୀ ଆଲୋକ ଏବଂ ଭୟଙ୍କର ଶବ୍ଦ ହୋଇଥାଏ। ଫଳରେ କଇଁଛମାନେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ସେଠାରେ ପରୀକ୍ଷଣ ବନ୍ଦ କରିବା ପାଇଁ କୁହାଯାଇଛି।

ସୂଚନାନୁସାରେ, 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.