ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ପଦ୍ମପୁର ବିଧାୟକଙ୍କ ଅକାଳ ବିୟୋଗ । ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ବିଧାୟକଙ୍କର ପରଲୋକ ହୋଇଛି ।
ପଦ୍ମପୁର ବିଧାୟକଙ୍କ ଅକାଳ ବିୟୋଗ । ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ବିଧାୟକଙ୍କର ପରଲୋକ ହୋଇଛି । ଅସୁସ୍ଥତା କାରଣରୁ କିଛିଦିନ ହେଲା ଚିକିତ୍ସିତ ହେଉଥିଲେ ବିଜୟ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭେଣ୍ଟିଲେଟରରେ ହୋଇଥିଲେ ଭର୍ତ୍ତି । ଗତକାଲି ବିଳମ୍ବିତ ରାତିରେ ୬୫ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ପଦ୍ମପୁରରୁ ୫ଥର ବିଧାୟକ ଥିଲେ ବିଜୟ । ୧୯୯୦ରୁ ୨୦୦୦ମସିହା ଯାଏ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ ଓ ୨୦୦୯ ଓ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ବିଜେଡିର ଜଣାଶୁଣା ଟାଣୁଆ ନେତା ଥିଲେ ବିଜୟ । ୨୦୦୯ ମସିହାରେ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ନେଇଥିଲେ । ପଶ୍ଚିମ ଓଡ଼ିଶା ରାଜନୀତିରେ ବରିହାଙ୍କ ଦକ୍ଷତା ରହିଥିଲା ।
କିଛିଦିନ ହେବ ଓଡ଼ିଶା ରାଜନୀତିରେ ଜଣେ ପରେ ଜଣେ ବିଧାୟକଙ୍କ ବିୟୋଗ ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିଛି । କିଛିଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ମୃତ୍ୟୁ ଘଟିଥିଲା । ଲୋକପ୍ରିୟ ବିଜେପି ନେତା ବିଷ୍ଣୁଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତମ୍ଭୀଭୁତ କରିଥିଲା । ପୁନର୍ବାର ଜଣେ ବିଧାୟକଙ୍କ ମୃତ୍ୟୁ ଘଟିଛି । ଯାହା ଓଡ଼ିଶା ରାଜନୀତିରେ କାହାର ନଜର ଲାଗିବା ଭଳି ମନେ ହେଉଛି । ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ୬୫ ବର୍ଷ ବୟସରେ ମୃତ୍ୟୁ ଘଟିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।