Loading...

ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା

ବଢିଲା ମନ୍ତ୍ରୀ ଓ ବିଧାୟକଙ୍କ ଦରମା

୧୩୬ ମନ୍ତ୍ରୀ ଓ ବିଧାୟକଙ୍କ ବୃଦ୍ଧି ପାଇଲା ଦରମା। ଦିଲ୍ଲୀର ମନ୍ତ୍ରୀ ଏବଂ ବିଧାୟକଙ୍କ ଦରମା ବୃଦ୍ଧି କଲେ ଦିଲ୍ଲୀ ସରକାର।

୧୩୬ ମନ୍ତ୍ରୀ ଓ ବିଧାୟକଙ୍କ ବୃଦ୍ଧି ପାଇଲା ଦରମା। ଦିଲ୍ଲୀର ମନ୍ତ୍ରୀ ଏବଂ ବିଧାୟକଙ୍କ ଦରମା ବୃଦ୍ଧି କଲେ ଦିଲ୍ଲୀ ସରକାର। ଦିଲ୍ଲୀ ବିଧାନସଭାରେ ବିଧାୟକ ଏବଂ ମନ୍ତ୍ରୀଙ୍କ ଦରମା ବୃଦ୍ଧି ପାଇଁ ୫ଟି ପ୍ରସ୍ତାବ ପାରିତ କରାଯାଇଥିଲା। ଏହି ପ୍ରସ୍ତାବରେ ରାଷ୍ଟ୍ରପତି ମଞ୍ଜୁରୀ ଦେଇଥିଲେ। ମଞ୍ଜୁରୀ ପାଇବାପରେ ଦିଲ୍ଲୀ ସରକାରଙ୍କ ଆଇନ ବିଭାଗ ଦରମା ବୃଦ୍ଧି ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୂଚନାନୁସାରେ, ବୃଦ୍ଧି ପାଇଥିବା ଦରମା ଅନୁଯାୟୀ ବର୍ତ୍ତମାନ ବିଧାୟକମାନେ ପ୍ରତି ମାସରେ ୯୦ ହଜାର ଟଙ୍କା ପାଇବେ। ଏଥିସହିତ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଦରମା ମାସକୁ ୧.୭୦ଲକ୍ଷ ଟଙ୍କା କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.