ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାରେ ପ୍ରେମିକା ସୋନାଲି ଓ ତାଙ୍କ ମାଆଙ୍କ ଅଡୁଆ ବଢିଛି । ପୋଲିସ ମାମଲା ରୁଜୁ କରିବା ପରେ ସୋନାଲିଙ୍କୁ ପଚରାଉଚରା କରିଥିବା ବିଶେଷ ସୂତ୍ରରୁ ଜଣାପଡିଛି।
ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାରେ ପ୍ରେମିକା ସୋନାଲି ଓ ତାଙ୍କ ମାଆଙ୍କ ଅଡୁଆ ବଢିଛି । ପୋଲିସ ମାମଲା ରୁଜୁ କରିବା ପରେ ସୋନାଲିଙ୍କୁ ପଚରାଉଚରା କରିଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଏପରିକି ଆବଶ୍ୟକ ହେଲେ ପୁଣିଥରେ ପଚରାଉଚରା କରିପାରେ । ଅନ୍ୟପଟେ ଏହି ମାମଲାର ତଦନ୍ତ କରିବା ସମୟରେ ପୋଲିସ ହାତରେ ଲାଗିଛି ଚାଞ୍ଚଲ୍ୟକର ତଥ୍ୟ । ସୌମ୍ୟଙ୍କ ଆତ୍ମହତ୍ୟା ପଛରେ ମୁଖ୍ୟ କାରଣ ହେଲା ଦାମୀ କାର । ସୋନାଲି ଏବଂ ତାଙ୍କ ମାଆ ସୌମ୍ୟଙ୍କୁ ଏକ ଦାମୀ କାର୍ ଉପହାର ଦେବାକୁ କହିଥିଲେ । କୋଟିଏ ଟଙ୍କାର ଦାମୀ କାର୍ ଦେବାକୁ ସୌମ୍ୟଙ୍କ ପାଖରେ ସମ୍ବଳ ନଥିଲା। କାର୍ ନଦେଲେ ତାଙ୍କ ପାଖରେ ରହବେନି ବୋଲି ରୋକଠୋକ କହିଥିଲେ ସୋନାଲି।
ଯେଉଁଥିପାଇଁ ସୌମ୍ୟ ମାନସିକ ଚାପରେ ରହି ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଗତ ଜାନୁଆରୀ ୩୦ ତାରିଖରେ ଆତ୍ମହତ୍ୟା କରିଥିଲେ ସୌମ୍ୟ । ଆତ୍ମହତ୍ୟା ପୂର୍ବରୁ ଏକ ହାତଲେଖା ଚିଠି ଛାଡିଯାଇଥିଲେ । ଯେଉଁଥିରେ ତାଙ୍କ ଆତ୍ମହତ୍ୟା ପାଇଁ ସୋନାଲି ଦାୟୀ ବୋଲି ଲେଖିଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।