ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଫେରିଯିବ ମୌସୁମୀ। ପୂର୍ବ-ଭାରତର କିଛି ଅଞ୍ଚଳରୁ ଫେରିଯାଇପାରେ ମୌସୁମୀ। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଫେରିଯିବ ମୌସୁମୀ। ପୂର୍ବ-ଭାରତର କିଛି ଅଞ୍ଚଳରୁ ଫେରିଯାଇପାରେ ମୌସୁମୀ। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ଏପଟେ ବାତ୍ୟା ଆସିବ ନା ନାହିଁ ତାକୁ ନେଇ ଦ୍ବନ୍ଦ ଦେଖାଦେଇଛି। ବିଭିନ୍ନ ମଡେଲର ଭିନ୍ନଭିନ୍ନ ଆକଳନ। ଆଇଏମ୍ଡି ସ୍ପଷ୍ଟ କରି ୭ ଦିନ ଭିତରେ ବାତ୍ୟା ସମ୍ଭାବନା ନାହିଁ। ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। ଆମେରିକୀୟ ପାଣିପାଗ ମଡେଲ GFS ମୁତାବକ, ଆସନ୍ତା ୨୦ ତାରିଖ ବେଳକୁ ବାତ୍ୟା ସୃଷ୍ଟି ହେଉଛି। ୨୨ ତାରିଖ ବେଳକୁ ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ହେଉଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।