Loading...

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ରୁ ଖୋଲିଲା ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୭ରୁ ଖୋଲିଲା ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଖରାକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.