Loading...

ପରଲୋକରେ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ

ପରଲୋକରେ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ

ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ୟୁରିନ ସଂକ୍ରମଣ, ରକ୍ତଚାପ ସମସ୍ୟା ଏବଂ ନିଶ୍ୱାସ ନେବାରେ ଅସୁବିଧା ହେତୁ ମୁଲାୟମ ସିଂ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା ।

ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ୟୁରିନ ସଂକ୍ରମଣ, ରକ୍ତଚାପ ସମସ୍ୟା ଏବଂ ନିଶ୍ୱାସ ନେବାରେ ଅସୁବିଧା ହେତୁ ମୁଲାୟମ ସିଂ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା ।ଗତ ୧୦ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଇସିୟୁ ଲାଇଫ ସପୋର୍ଟ ସିଷ୍ଟମରେ ଚାଲିଥିଲା ଚିକିତ୍ସା । ଦୀର୍ଘଦିନ ଧରି ସେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ସୋମବାର ସକାଳ ପ୍ରାୟ ସାଢେ ୮ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ତାଙ୍କ ସମର୍ଥକ ତଥା ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Satya Prakash Swain

No, I've made up my mind about it; and while she remembered how small she was terribly frightened.