୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଚିଠିରେ ଆଂଶିକ ଲେଖା ଲିଭି ଯାଇଥିବାରୁ ଚିଠିକୁ ଫରେନସିକ ଲ୍ୟାବ ପଠାଯାଇଛି । ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ ଯାଇଥିଲା l
ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି ।ବୁଧବାର ଦିନ ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚ ତନାଘନା ଜେରା କରିବା ପରେ ଗୋପାଳ ନିଜେ ଏ ସଂପର୍କରେ ସୂଚନା ଦେଇଥିଲେ।
ଚିଠିରେ ଆଂଶିକ ଲେଖା ଲିଭି ଯାଇଥିବାରୁ ଚିଠିକୁ ଫରେନସିକ ଲ୍ୟାବ ପଠାଯାଇଛି । ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ ଯାଇଥିଲା l ସେଠି ଗୋପାଳ କାଗଜରେ କିଛି ତଥ୍ୟ ଲେଖି ଛାଡି ଥିବା ନେଇ ଜଣାପଡ଼ିଥିଲା । ଗତକାଲି ରାତିରେ ପାଇଖାନା ଟାଙ୍କିକୁ ଖୋଲା ଯାଇଥିଲା । ସେଠାରୁ ଗୋପାଳର ହାତ ଲେଖା ଚିଠି ମିଳିଛି । ଏହି ଚିଠିରୁ କିଛି ବଡ଼ ସୁରାକ ମିଳିପାରେ ବୋଲି ଅନୁମାନ କରାଯାଉଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।