Loading...

ଝାରସୁଗୁଡ଼ା ଉପନିର୍ବାଚନ: କାଲି ପ୍ରଚାର ମଇଦାନକୁ ଓଲହାଇବେ ହେଭିୱେଟ

ଝାରସୁଗୁଡ଼ା ଉପନିର୍ବାଚନ: କାଲି ପ୍ରଚାର ମଇଦାନକୁ ଓଲହାଇବେ ହେଭିୱେଟ

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଜୋରଦାର ହେବାରେ ଲାଗିଛି ପ୍ରଚାର । ପ୍ରଚାର ପାଇଁ ଆଜିକୁ ମିଶାଇ ହାତରେ ଆଉ ୩ ଦିନ ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଜୋରଦାର ହେବାରେ ଲାଗିଛି ପ୍ରଚାର । ପ୍ରଚାର ପାଇଁ ଆଜିକୁ ମିଶାଇ ହାତରେ ଆଉ ୩ ଦିନ । ରବିବାରରେ ଝାରସୁଗୁଡ଼ାରେ ଶକ୍ତି ପ୍ରଦର୍ଶନ କରିବ ବିଜେଡି । ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଅମିଲିପାଲି ପଡ଼ିଆରେ ବିରାଟ ସମାବେଶ ଆୟୋଜନ କରାଯାଉଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.