ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୌର ନିର୍ବାଚନରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।ଠିକ୍ ସେହିପରି ଫାଇଭ ଟି ସଚିବ ଭି. କାର୍ତିକେୟନ ପାଣ୍ଡିଆନ ଏବଂ ପତ୍ନୀ ତଥା ଆଇଏଏସ ସୁଜାତା କାର୍ତିକେୟନ ମଧ୍ୟ ଭୋଟ ଦାନ କରିଛନ୍ତି।
ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୌର ନିର୍ବାଚନରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।ଠିକ୍ ସେହିପରି ଫାଇଭ ଟି ସଚିବ ଭି. କାର୍ତିକେୟନ ପାଣ୍ଡିଆନ ଏବଂ ପତ୍ନୀ ତଥା ଆଇଏଏସ ସୁଜାତା କାର୍ତିକେୟନ ମଧ୍ୟ ଭୋଟ ଦାନ କରିଛନ୍ତି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ନିଜ ଧର୍ମପତ୍ନୀଙ୍କ ସହ ରାଜଧାନୀର ୬୦ ନମ୍ବର ୱାର୍ଡର ୬୨୦ନମ୍ବର ବୁଥରେ ମତଦାନ କରିଛନ୍ତି। ଏଣେ ଭୁବନେଶ୍ବରର ବିଜେଡି ମେୟର୍ ପ୍ରାର୍ଥୀ ସୁଲୋଚନା ଦାସ ଓ ବିଜେପିର ମେୟର୍ ପ୍ରାର୍ଥୀ ସୁନୀତି ମୁଣ୍ଡ ବି ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।