ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ସାଉଥର ଚର୍ଚ୍ଚିତ ଯୋଡି ସାମନ୍ଥା ଏବଂ ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥିଲେ । ବର୍ତ୍ତମାନ ଦୁହେଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି । ହଠାତ୍ ସେମାନଙ୍କର ଅଲଗା ହେବାର ଖବର ତାଙ୍କର ଫ୍ୟାନ୍ସମାନଙ୍କୁ ଆଶ୍ଚର୍ୟ୍ୟ କରିଦେଇଥିଲା ।
ସାଉଥର ଚର୍ଚ୍ଚିତ ଯୋଡି ସାମନ୍ଥା ଏବଂ ନାଗା ଚୈତନ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥିଲେ । ବର୍ତ୍ତମାନ ଦୁହେଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି । ହଠାତ୍ ସେମାନଙ୍କର ଅଲଗା ହେବାର ଖବର ତାଙ୍କର ଫ୍ୟାନ୍ସମାନଙ୍କୁ ଆଶ୍ଚର୍ୟ୍ୟ କରିଦେଇଥିଲା । ହେଲେ ବର୍ତ୍ତମାନ ଦୁହିଁଙ୍କ ଅଲଗା ହେବା ଦୀର୍ଘ ଦିନ ହେଲାଣି ।ହେଲେ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଟଲିଉଡରେ ଚର୍ଚ୍ଚା ହେଉଛି । ମିଡିଆ ରିପୋର୍ଟ ଅନୁଯାୟୀ କୁହାଯାଉଛି କି ନାଗା, ସାମନ୍ଥା ଠାରୁ ଅଲଗା ହେବା ପରେ ବର୍ତ୍ତମାନ ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି । ଏହା ସହ ଦ୍ୱିତୀୟ ବିବାହ ନେଇ ବହୁତ କିଛି ଯୋଜନା ମଧ୍ୟ କରୁଛନ୍ତି । ତେବେ ଏହି ବିଷୟରେ ଅଭିନେତାଙ୍କ ଠାରୁ କୌଣସି ପ୍ରକାରର ସୁଚନା ମିଳି ନାହିଁ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।