• Home
  • News
  • ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଠାରେ ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍
News

ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଠାରେ ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍

ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍

ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଠାରେ ଏହି ଅଘଟଣ ଘଟିଛି। ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍ ପାଖାପାଖି ୫୦ ଜଣ ଯାତ୍ରୀ ବର୍ତ୍ତିଯାଇଥିଲେ । ସୂଚନା ଅନୁସାରେ, କ୍ରିଷ୍ଣା ନାମକ ଏକ ଘରୋଇ ବସ୍ ପାରାଦୀପରୁ ବାଲିପଡ଼ା ଯାଉ ଥିଲାବେଳେ ୧୧ କେଭିର ବିଦ୍ୟୁତ୍‌ ଖୁଣ୍ଟ ବସ୍‌ ଉପରେ ପଡ଼ି ଯାଇଥିଲା। ତେବେ ଖୁଣ୍ଟ ଭାଙ୍ଗି ପଡ଼ିଥିଲେ ବି ତାର ନ ଲାଗିବାରୁ ଅଳ୍ପକେ ଯାତ୍ରୀମାନେ ବର୍ତ୍ତିଯାଇଥିଲେ । ଆଜି ସକାଳ ୧୦ଟା ୩୦ ମିନିଟ୍‌ରେ ଏହି ଅଘଟଣ ଘଟିଛି। ଖବର ପାଇ ଘଟଣାସ୍ଥଳରେ ବିଦ୍ୟୁତ ବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚିଥିଲେ। ଲାଇନ୍‌କୁ କାଟି ଦିଆଯାଇ ବସ୍‌ ଉପରୁ ଖୁଣ୍ଟିକୁ ହଟାଯାଇଥିଲା ।

ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଠାରେ ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଠାରେ ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲା ଚଳନ୍ତା ବସ୍ khurda

ପଢନ୍ତୁ : ଆଜିଠାରୁ ଆରମ୍ଭ ହେଲା ଭୁବନେଶ୍ୱରରୁ ରାୟପୁରକୁ ବିମାନ ସେବା

Related posts

ଭାରତ ୨୦୨୫ ରେ ରପ୍ତାନୀ ଦୁଇଗୁଣ କରିବ: ସୁରେଶ ପ୍ରଭୁ

Krishna Kumar Manoj

ଜାରି ହେବ ଟୋଲ ଫ୍ରି ନମ୍ବର ! ଜାତୀୟ ରାଜପଥରେ ଦୁର୍ଘଟଣା ହେଲେ ଶୀଘ୍ର ମିଳିବ ସାହଯ୍ୟ

Krishna Kumar Manoj

ଆସୁଛି ଦମଦାର ପାୱାରବ୍ୟାଙ୍କ – ଚୁଟକିରେ ଚାର୍ଜ ହେବ ଆପଣଙ୍କ ସ୍ମାର୍ଟଫୋନ

Krishna Kumar Manoj

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More