EnewsOdia.Com

ଆରମ୍ଭ ହେଲା ବିଜେଡିର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ

ଓଡିଶାରେ ଆରମ୍ଭ ହେଲା ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ। ଏଭଳି ଏକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଓଡିଶାର ସୁପ୍ରିମୋ ନବୀନ ପଟ୍ଟନାୟକ। ଗତ ଅକ୍ଟୋବର ୨ ତାରିଖରେ ଦଳର ପଦଯାତ୍ରା (ଗାନ୍ଧି ଜୟନ୍ତୀ) ଅବସରରେ ମୁଖ୍ୟମନ୍ତ୍ରୀ ଦଳର ସମାଜ ସେବା କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ ।ତେବେ ‘ଓଡିଶା-ମୋ ପରିବାର’ରେ ମୁଖ୍ୟତଃ ୩ଟି ବିଷୟକୁ ଗୁରୁତ୍ୱ ଦିଆଯାଇଛି । ପରିବେଶ, ସ୍ୱାସ୍ଥ୍ୟ ସେବା କଲ୍ୟାଣ ଓ ବିପନ୍ନ ଓଡିଆଙ୍କୁ ସହାୟତା ଉପରେ ଗୁରୁତ୍ୱ ଦିଆଯାଇଛି ।

ବିଜୁ ଜନତା ଦଳ ଓଡିଶାବାସୀଙ୍କ ଆଶୀର୍ବାଦରେ ଓଡିଶା ମା’ର ସେବା କରି ଚାଲିଛି । ସେବା ସଂଗ୍ରାମ ଓ ସ୍ବାଭିମାନ ହେଉଛି ଆମ ଦଳର ଆଦର୍ଶ । ଓଡିଶାବାସୀଙ୍କ ଆଶୀର୍ବାଦ ଆମର ଶକ୍ତି । ଚଳିତ ବର୍ଷ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ଅବସରରେ ଅହିଂସାକୁ ଆମ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ ପାଇଁ ଦାବି ହୋଇଥିଲା । ଗାନ୍ଧିଜୀ ଥିଲେ ସେବାର ପ୍ରତୀକ । ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ‘ଓଡିଶା-ମୋ ପରିବାର’ କାର୍ଯ୍ୟକ୍ରମ ଜରିଆରେ ତାଙ୍କ ପ୍ରତି ଶ୍ରଦ୍ଧା ଓ ସମ୍ମାନ ଜଣାଉଛି ବୋଲି ନବୀନ କହିଛନ୍ତି ।
ପଢନ୍ତୁ: ଦୀପାବଳିରେ ନାହିଁ ବର୍ଷା ଭୟ

ସମ୍ବନ୍ଧିତ ଖବର

ଜମ୍ମୁ-କାଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ

Ratnamani Maharana

ମୁଖ୍ୟମନ୍ତ୍ରୀ ପଦ ନେଇ ବିଜେପି-ଶିବସେନା ମଧ୍ୟରେ ଛିଣ୍ଡୁନାହିଁ ଅଙ୍କ !

Ratnamani Maharana

ଟ୍ରମ୍ପଙ୍କୁ ‘ପାଗଳ ବୃଦ୍ଧ’ କହିଲା ଆଇଏସର ନୂଆ ଉତ୍ତରାଧିକାରୀ

Ratnamani Maharana

ଦୁର୍ନୀତି ବିରୋଧରେ ଶପଥପାଠ, ଲାଞ୍ଚ ନ ନେବାକୁ ଶପଥ ନେଲେ ସରକାରୀ କର୍ମଚାରୀ

Ratnamani Maharana

ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌, ହେଲେ ଜେଲ୍‌ରେ ରହିବେ

Ratnamani Maharana

ସ୍ବର୍ଗଦ୍ବାରର ହେବ ନବକଳେବର, ବିଜୁଙ୍କ ସମାଧି ଭାଙ୍ଗିବାକୁ ନବୀନଙ୍କ ଘୋଷଣା

Ratnamani Maharana