ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ନବୀନ ପୁଣି ନଂ ୧। ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପୁଣି ଏକ ନଂ ସ୍ଥାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ- ସି ଭୋଟର ମୁଡ୍ ଅଫ୍ ଦି ନେସନ ପୋଲରେ ପୁଣି ଶୀର୍ଷ ସ୍ଥାନରେ ନବୀନ।
ନବୀନ ପୁଣି ନଂ ୧। ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପୁଣି ଏକ ନଂ ସ୍ଥାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ- ସି ଭୋଟର ମୁଡ୍ ଅଫ୍ ଦି ନେସନ ପୋଲରେ ପୁଣି ଶୀର୍ଷ ସ୍ଥାନରେ ନବୀନ। ନିକଟରେ ହୋଇଥିବା ପୋଲରେ ୭୩.୨ ପ୍ରତିଶତ ସହ ସବୁଠାରୁ ଆଗରେ ରହିଛନ୍ତି। ତାଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ସୁପ୍ରିମୋ ଅରବିନ୍ଦ କେଜି୍ରୱାଲ ରହିଛନ୍ତି। କେଜ୍ରିୱାଲଙ୍କୁ ମିଳିଛି ୬୯.୨ ପ୍ରତିଶତ।ଗତ ଜାନୁଆରୀରେ ୭୧.୧ ପ୍ରତିଶତ । ଗତବର୍ଷ ତୁଳନାରେ ୨ ପ୍ରତିଶତ ଅଧିକ ରହିଛି । ଅଗଷ୍ଟ ମାସରେ ମୁଖ୍ୟମନ୍ତ୍ରୀଙ୍କ ରେଟିଂ ଥିଲା ୭୮ ପ୍ରତିଶତ । ଜାନୁଆରୀରୁ ଏପର୍ଯ୍ୟନ୍ତ ହୋଇଥିବା ତିନିଟି ମୁଡ ଅଫ୍ ନେସନରେ ନବୀନ ଏକ ନମ୍ବର ରହିଆସିଛନ୍ତି । ଦେଶ ଭିତରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମରେ ଅଛନ୍ତି ଯୋଗୀ ଆଦିତ୍ୟନାଥ, ଦ୍ୱିତୀୟରେ ଅଛନ୍ତି ଅରବିନ୍ଦ କେଜ୍ରିଓ୍ଵାଲ, ତୃତୀୟରେ ଅଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା । ଚତୁର୍ଥରେ ଅଛନ୍ତି ଏମ କେ ଷ୍ଟାଲିନ୍ ଓ ପଞ୍ଚମ ସ୍ଥାନରେ ଅଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।