Loading...

ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ କଲେ କେନ୍ଦ୍ରସରକାର

ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ କଲେ କେନ୍ଦ୍ରସରକାର

ଚଳିତ ବର୍ଷ ହେବାକୁ ଥିବା ନିଟ୍‌ ପିଜି ପରୀକ୍ଷା-୨୦୨୨ ସ୍ଥିଗତି। ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ନିଜ ନିଷ୍ପତ୍ତି ବଦଳାଇଲେ କେନ୍ଦ୍ର ସରକାର।

ଚଳିତ ବର୍ଷ ହେବାକୁ ଥିବା ନିଟ୍‌ ପିଜି ପରୀକ୍ଷା-୨୦୨୨ ସ୍ଥିଗତି। ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ନିଜ ନିଷ୍ପତ୍ତି ବଦଳାଇଲେ କେନ୍ଦ୍ର ସରକାର। ଆସନ୍ତା ୬ରୁ ୮ ପଯର୍ୟନ୍ତ ସ୍ଥଗିତ ରହିବ ଏହି ପରୀକ୍ଷା। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମାର୍ଚ୍ଚ ୧୨ ତାରିଖରେ ହେବାର ଥିଲା ନିଟ୍ ପିଜି ପରୀକ୍ଷା। ତେବେ ଏହା ପୂର୍ବରୁ ଆଜି ସୁପ୍ରିମକୋର୍ଟରେ ଏନେଇ ଶୁଣାଣି ହେବାର ଥିଲା। କିନ୍ତୁ ତା’ ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରୀକ୍ଷା ସ୍ଥଗିତ କରାଯିବା ନେଇ ଘୋଷଣା ହେବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.