ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍ ଚାଲିବ।
ଏଣିକି ୧୦୦% ସିଲାବସ୍ରେ ହେବ ପାଠପଢ଼ା। ମେ’ ପହିଲାରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ନୂଆ ଶିକ୍ଷାବର୍ଷ ନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଶତ ପ୍ରତିଶତ କୋର୍ସରେ ପାଠପଢ଼ା ହେବ। ପୂର୍ବରୁ ସ୍ଥିତିକୁ ଦୃଷ୍ଟିରେ ରଖି ୩୦% ସିଲାବସ୍ କଟା ଯାଇଥିଲା। ମହାମାରୀ ପ୍ରଭାବ ନଥିବାରୁ ପୂର୍ବ ଭଳି ପରୀକ୍ଷା କରିବାକୁ CBSE ନିଷ୍ପତ୍ତି ନେଇଛି। ଆମେ ମଧ୍ୟ ଏ ବିଷୟ ନେଇ ଚିନ୍ତା କରୁଛୁ। ନବମ ଓ ଦଶମରେ ପ୍ରାକ୍ଟିକାଲ ପରୀକ୍ଷା କଥା ବି ଚିନ୍ତା କରାଯାଇଛି।
ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍ ଚାଲିବ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।