ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତା ଏପ୍ରିଲ୍ ପହିଲାରୁ ଏହାକୁ ଲାଗୁ କରାଯିବ। ନୂଆ ଅବକାରୀ ନୀତି ମୁତାବକ, କୌଣସି ମଦ ଦୋକାନୀ ତାଙ୍କ ଦୋକାନରେ ‘ସରକାରୀ’ ବୋଲି ଉଲ୍ଲେଖ କରିବେ ନାହିଁ।
୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଜାରି ହେଲା ନୂଆ ଅବକାରୀ ନୀତି। ଏହି ନୀତିଅନୁଯାୟୀ ରାଜ୍ୟରେ ଆଉ ନୂଆ ଠିପି ବନ୍ଦ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ। ଗ୍ରାମାଞ୍ଚଳରେ କୌଣସି ପ୍ରକାରର ଠିପି ଖୋଲା ମଦ ଦୋକାନ ଲାଇସେନ୍ସ ମିଳିବ ନାହିଁ। କେବଳ ସହରାଞ୍ଚଳରେ ତାରକା ହୋଟେଲ ଓ ଅନ୍ୟ ହୋଟେଲଗୁଡ଼ିକର ରୁମ୍ ସଂଖ୍ୟାକୁ ଦୃଷ୍ଟିରେ ରଖି ଠିପି ଖୋଲା ଲାଇସେନ୍ସ ପ୍ରଦାନ କରିହେବ। ରାଜ୍ୟରେ ଭାରତ ପ୍ରସ୍ତୁତ ବିଦେଶୀ ମଦ(ଆଇଏମ୍ଏଫ୍ଏଲ୍) ଦର ବୃଦ୍ଧି ପାଇବ। ଏଣିକି ବିୟର ପାର୍ଲରରେ ୱାଇନ୍ ଉପଲବ୍ଧ ହେବ।
ମଦ୍ୟପାନ ଜନିତ ସ୍ୱାସ୍ଥ୍ୟ ଅପକାରିତା ସମ୍ପର୍କରେ ସଚେତନତା ସୃଷ୍ଟି ସହିତ ଲୋକଙ୍କ ମଧ୍ୟରେ ଦାୟିତ୍ୱବୋଧ ଜାଗରଣ ଦିଗରେ ଅବକାରୀ ବିଭାଗ କାର୍ଯ୍ୟ କରିବ। ଚଳିତ ବର୍ଷ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ନୂଆ ଅବକାରୀ ନୀତି ବଳବତ୍ତର ରହିବ।ଆସନ୍ତା ଏପ୍ରିଲ୍ ପହିଲାରୁ ଏହାକୁ ଲାଗୁ କରାଯିବ। ନୂଆ ଅବକାରୀ ନୀତି ମୁତାବକ, କୌଣସି ମଦ ଦୋକାନୀ ତାଙ୍କ ଦୋକାନରେ ‘ସରକାରୀ’ ବୋଲି ଉଲ୍ଲେଖ କରିବେ ନାହିଁ। ସେମାନେ ତାଙ୍କ ସାଇନ୍ବୋର୍ଡରେ ‘ସ୍ୱୀକୃତିପ୍ରାପ୍ତ ମଦଦୋକାନ’ ବୋଲି ଲେଖିବେ। ଦୋକାନର ନାମ ଦେବାଦେବୀ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ରଖିପାରିବେ ନାହିଁ। ଦୋକାନ ସାମ୍ନାରେ ମୂଲ୍ୟ ସୂଚୀ ଝୁଲାଇବେ। ଖୋଲିବା ଏବଂ ବନ୍ଦ ହେବା ସମୟ ମଧ୍ୟ ଉଲ୍ଲେଖ କରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।