ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଶିକ୍ଷାଦାନ ସକାଳ ସମୟରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି।
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଶିକ୍ଷାଦାନ ସକାଳ ସମୟରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି। ଏନେଇ ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ସୂଚନାନୁସାରେ ପ୍ରାୟ ଦୁଇବର୍ଷ ଧରି କରୋନା ମହାମାରୀ ନିମନ୍ତେ ପିଲାଙ୍କ ପାଠପଢ଼ା ବ୍ୟାହତ ହୋଇଥିଲା l ଏବେ ପୁଣି ଶିକ୍ଷାଦାନ ବାଧାପ୍ରାପ୍ତ ହେଲେ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପ୍ରଭାବିତ ହେବ। ତେଣୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଶ୍ରେଣୀଗୃହ ପାଠପଢା ବନ୍ଦ ନ କରାଯିବାକୁ ଦାବି କରାଯାଇଛି ବୋଲି ସଂଘର ସହ ଅଧ୍ୟକ୍ଷ ପ୍ରସନ୍ନ ବିଶୋୟୀ କହିଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।