Loading...

ଦୋହାରେ ଡାଇମଣ୍ଡ ଲିଗ୍ ରେ ଚମକିଲେ ଗୋଲ୍ଡେନ୍ ବୟ ନୀରଜ ଚୋପ୍ରା

ଦୋହାରେ ଡାଇମଣ୍ଡ ଲିଗ୍ ରେ ଚମକିଲେ ଗୋଲ୍ଡେନ୍ ବୟ ନୀରଜ ଚୋପ୍ରା

ଦୋହାରେ ଚାଲିଥିବା ଡାଇମଣ୍ଡ ଲିଗ୍ରେ ଚମକ୍ରାର ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି ନୀରଜ । ପ୍ରଥମ ପ୍ରୟାସରେ ଜାଭେଲିନ୍ ୮୮.୬୭ ମିଟର ଦୂରତା ଫିଙ୍ଗି ଅନ୍ୟ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇଛନ୍ତି ନୀରଜ ।

ଦୋହାରେ ଚାଲିଥିବା ଡାଇମଣ୍ଡ ଲିଗ୍ରେ ଚମକ୍ରାର ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି ନୀରଜ । ପ୍ରଥମ ପ୍ରୟାସରେ ଜାଭେଲିନ୍ ୮୮.୬୭ ମିଟର ଦୂରତା ଫିଙ୍ଗି ଅନ୍ୟ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇଛନ୍ତି ନୀରଜ । ଏହାସହ ଗତ ବର୍ଷ ବିଶ୍ୱ ବିଜୟୀ ହୋଇଥିବା ଏଣ୍ଡରସନ୍ ପିଟର୍ସଙ୍କୁ ପଛରେ ପକାଇଛନ୍ତି ନୀରଜ । ନୀରଜ ୨୦୧୮ରେ ପ୍ରଥମ ଥର ପାଇଁ ଏହି ପ୍ରତିଯୋଗୀତାରେ ସାମିଲ ହୋଇଥିଲେ । ସେତେବେଳେ ସେ ଚତୁର୍ଥ ସ୍ଥାନରେ ଥିଲେ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.