ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆରପରିରେ ସାରସ୍ବତ ସାଧିକା ନିର୍ମଳପ୍ରଭା ନାୟକ । ନିର୍ମଳପ୍ରଭା କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ସମସ୍ୟା ଭୋଗୁଥିଲେ ଏବଂ ଚାରି ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟରୋ ଅବନତି ହେବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା ।
ଆରପରିରେ ସାରସ୍ବତ ସାଧିକା ନିର୍ମଳପ୍ରଭା ନାୟକ । ନିର୍ମଳପ୍ରଭା କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ସମସ୍ୟା ଭୋଗୁଥିଲେ ଏବଂ ଚାରି ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟରୋ ଅବନତି ହେବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା । ଚିକିତ୍ସାଧିନ ଅବସ୍ଥାରେ କାଲି ରାତି ପ୍ରାୟ ସାଢେ ୯ଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୋମବାର ରାତିରେ ପୁରୀ ସ୍ୱର୍ଗଦ୍ୱାର ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେଉଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଗାନ୍ଧୀ ଆଦର୍ଶରେ ପ୍ରଭାବିତ ହେବା ସହ ଶ୍ରୀମତୀ ନାୟକ ଠାକୁର ନିଗମାନନ୍ଦଙ୍କ ଆଧ୍ୟାତ୍ମିକ ମାର୍ଗରେ ଆକର୍ଷିତା ହୋଇଥିଲେ । ତାଙ୍କର ଦୁଇ ପୁଅ ଓ ତିନି ଝିଅ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ । ସାନ ପୁଅ ଅତନୁ ସବ୍ୟସାଚୀ ନାୟକ ଏବେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନ୍ୟତମ ସଦସ୍ୟ ରହିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।