Loading...

ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ନୁହେଁ ଲଘୁଚାପ ସମ୍ଭାବନା : ପାଣିପାଗ ବିଭାଗ

ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ନୁହେଁ ଲଘୁଚାପ ସମ୍ଭାବନା : ପାଣିପାଗ ବିଭାଗ

ଓଡ଼ିଶାରେ ବାତ୍ୟା ହେବାର କୌଣସି ସୂଚନା ନାହିଁ ବୋଲି କହି ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ଓଡ଼ିଶାରେ ବାତ୍ୟା ହେବାର କୌଣସି ସୂଚନା ନାହିଁ ବୋଲି କହି ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। କିଛି ବିଦେଶୀ ମଡେଲ ଅନୁସାରେ  ଅକ୍ଟୋବର ପ୍ରଥମ ସପ୍ତାହରେ ଓଡିଶାରେ ବାତ୍ୟା ହେବାନେଇ ଗୁଜବ ଲାଗିରହିଥିଲା। ତେବେ ବଙ୍ଗୋପସାଗରରେ ଅକ୍ଟୋବର ମାସର ପ୍ରଥମ ସପ୍ତାହରେ ଲଘୁଚାପ ସୃଷ୍ଟି ହୋଇପାରୋ । ଏହି ଲଘୁଚାପଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। କ୍ରମେ ଲଘୁଚାପଟି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଏହାର ପ୍ରକୃତ ରୂପରେଖ କ’ଣ ହେବ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.