ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଉଚ୍ଚଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ସରକାରୀ ଡିଗ୍ରି କଲେଜ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ସମ୍ମାନ(ଅନର୍ସ) ନେଇ ସ୍ନାତକ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କୁ କୌଣସି ଫି’ ଦେବାକୁ ପଡ଼ିବ ନାହିଁ।
ଉଚ୍ଚଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ସରକାରୀ ଡିଗ୍ରି କଲେଜ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ସମ୍ମାନ(ଅନର୍ସ) ନେଇ ସ୍ନାତକ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କୁ କୌଣସି ଫି’ ଦେବାକୁ ପଡ଼ିବ ନାହିଁ। ଏହି ବିଭାଗର ଛାତ୍ରଛାତ୍ରୀ କେବଳ ହଷ୍ଟେଲ ଫି’ ଦାଖଲ କରିବେ। କଲେଜ କର୍ତୃପକ୍ଷ ପିଲାଙ୍କଠାରୁ ଆଉ କୌଣସି ବି ଫି’ ଆଦାୟ କରିପାରିବେ ନାହିଁ। ଏନେଇ ୨୦୧୮ ଜାନୁଆରି ୧୯ରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏଥିସହ ବିଶ୍ବବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକଙ୍କ ନିକଟରେ ପରୀକ୍ଷା, ସାର୍ଟିଫିକେଟ୍ ଓ ମାର୍କସିଟ୍ ଫି’ ଦାଖଲ ସମୟରେ କେତେକ କଲେଜ କର୍ତୃପକ୍ଷ ଦ୍ବନ୍ଦ୍ବରେ ପଡ଼ିଥିବାରୁ ବିଭାଗ ସ୍ପଷ୍ଟ କରିଛି ଯେ ହଷ୍ଟେଲ ଫି’ ବ୍ୟତୀତ ଓଡ଼ିଆ ସମ୍ମାନ ବିଭାଗର ଛାତ୍ରଛାତ୍ରୀ ଆଉ କୌଣସି ଫି’ ଦେବେ ନାହିଁ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।