ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଫେବୃଆରୀ ୨୧ରୁ ଲାଗୁହେବ ନୁଆ ଏସଓପି। କୋହଳ କରାଯିବ ଦର୍ଶନ ବ୍ୟବସ୍ଥା। ହଟିବ କିଓସ୍କ କାଉଣ୍ଟର।
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ ଶ୍ରୀମନ୍ଦିର ନୀତି ସବକମିଟି ଓ ଛତିଶା ନିଯୋଗ ବୈଠକ । ୧୯ ତାରିଖରେ ଦୁଇଦିନିଆ ଗସ୍ତରେ ଆସିବେ ରାଷ୍ଟ୍ରପତି। ସନ୍ଧ୍ୟ୍ରା ୫ଟାରୁ ୫.୪୫ ମଧ୍ୟରେ ଶ୍ରୀମନ୍ଦିରରେ ଦର୍ଶନ କରିବେ। ରାଷ୍ଟ୍ରପତି ପରିବାର ସହ ଗର୍ଭଗୃହରେ ଦର୍ଶନ କରିବେ । ଏଥିପାଇଁ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ଯନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାଷ୍ଟ୍ରପତିଙ୍କୁ ସିଂହଦ୍ୱାରରେ ଗଜପତି ଦିବ୍ଯାସିଂ ଦେବ, ଛତିଶା ନିଯୋଗ ନାୟକ, ପୈତୃକ ପଣ୍ଡା ପାଛୋଟି ନେବେ । ଗସ୍ତ ସମୟ ରେ ସୀମିତ ସଂଖ୍ଯକ ସେବାୟତ ରହିବେ ।
ସେପଟେ ଫେବୃଆରୀ ୨୧ରୁ ଲାଗୁହେବ ନୁଆ ଏସଓପି। କୋହଳ କରାଯିବ ଦର୍ଶନ ବ୍ୟବସ୍ଥା। ହଟିବ କିଓସ୍କ କାଉଣ୍ଟର। ଆଉ ଭକ୍ତଙ୍କୁ ଦେଖାଇବାକୁ ପଡିବ ନାହିଁ କୋଭିଡ୍ ପ୍ରମାଣପତ୍ର। ପୂର୍ବପରି ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ । ନିତିକ୍ରାନ୍ତିକୁ ନେଇ ୨୦ରୁ ୨୫ ତାରିଖ ମଧ୍ୟରେ ବସିବ ନିତି ସବକମିଟି ବୈଠକ। ମଙ୍ଗଳ ଆଳତୀ ନିତି ସୃଙ୍ଖଳିତ କରିବା ପାଇଁ ହେବ ନିତି ସବକମିଟି ବୈଠକ। ଦ୍ୱାର ଫିଟାରୁ ରାତ୍ର ପହୁଡ଼ ନେଇ ସମସ୍ଥ ନୀତି କିଭଳି ଆହୁରି ଶୃଙ୍ଖଳିତ ହେବ ସେନେଇ ଆଲୋଚନା କରାଯିବ । ମାର୍ଚ୍ଚ ୧୦ତାରିଖ ମଧ୍ୟରେ ଦର୍ଶନ ବ୍ୟବସ୍ଥାର ସମିକ୍ଷା କରାଯାଇ ସେତେବେଳର ସ୍ଥିତି ଦେଖି ରବିବାର ବନ୍ଦ ନେଇ ନିଷ୍ପତି ନିଆଯିବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।