ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଡ଼ିଶାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବରେ କେବେ ଯିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ନଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି ।
ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଡ଼ିଶାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବରେ କେବେ ଯିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ନଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩ ଦିନ ବିଳମ୍ବରେ ଆରମ୍ଭ ହୋଇଛି ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା । ଆଗକୁ ଆଉ ଏକ ଘୁର୍ଣ୍ଣିବଳୟ ଆସୁଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ଓଡିଶାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠୁ କମିବ ଲଘୁଚାପର ପ୍ରଭାବ । କାଲିଠୁ ପାଗରେ ପରିବର୍ତ୍ତନ ହେବା ସହ ଆଗାମୀ ୫ଦିନ ପାଗ ଶୁଖିଲା ରହିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅପେକ୍ଷାକୃତ ଦୁର୍ବଳ ହୋଇଛି । ଏଥିପାଇଁ ରାଜ୍ୟରେ ବିଶେଷ ବର୍ଷା ହୋଇନାହିଁ । ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର ଦିଗରେ ଗତି କରି ଛତିଶଗଡ଼ ମୁହାଁ ହୋଇଛି । ଛତିଶଗଡ଼ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।