EnewsOdia.Com

‘ସୋନିଆଙ୍କୁ କୁହାଯିବ ମୋକିମଙ୍କ ନାଁ’

ରାଜ୍ୟ  କଂଗ୍ରେସରେ ସଭାପତି ପଦକୁ ନେଇ ଦେଖାଦେଇଥିବା କେଁ ଏବେ ଚରମସୀମାରେ ପହଞ୍ଚିଛି।  ପିସିସି ସଭାପତି ପରିବର୍ତ୍ତନ ଆହ୍ୱାନରେ ନୂଆ ମୋଡ଼ ଆସିଛି। ନିରଞ୍ଜନ ବିରୋଧୀ ମେଳିରେ ବିଧାୟକ ମହମ୍ମଦ ମୋକିମଙ୍କ ନାଁରେ ମୋହର ଲଗାଇନ୍ତି ମୋକିମ୍ ସମର୍ଥକ । ଭୁବନେଶ୍ୱରରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନେଇଛନ୍ତି ଅସନ୍ତୁଷ୍ଟ ଗୋଷ୍ଠୀ। ସେପଟେ ଖୁବ୍‌ଶୀଘ୍ର ଦିଲ୍ଲୀ ଯାଇ AICC ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ପିସିସି ସଭାପତି ପରିବର୍ତ୍ତନ ପ୍ରସ୍ତାବ ଦିଆଯିବ ବୋଲି ରୁଦ୍ଧଦ୍ୱାର ବୈଠକରେ ନିଷ୍ପତ୍ତି ନିଆଯାଇଛି ।  ଆସନ୍ତା

୧୦ରେ ଭେଟିବାକୁ ସୋନିଆଙ୍କୁ ସମୟ ମଗାଯାଇଛି ବୋଲି ସୂଚନା ଦେଇଛନ୍ତି ପୂର୍ବତନ ପିସିସି ମୁଖପାତ୍ର ଅଶୋକ ସାମଲ। ବରଗଡ଼ ଜିଲ୍ଲା କଂଗ୍ରେସ ପୂର୍ବତନ ସଭାପତି ମଧ୍ୟ  ପରିବର୍ତ୍ତନ ସପକ୍ଷରେ ମତ ରଖିଛନ୍ତି।  କିଛି ଦିନ ତଳେ  ଭୁବନେଶ୍ୱର ପାନ୍ଥ ନିବାସରେ ବାପି ସର୍ଖେଲଙ୍କ ନେତୃତ୍ୱରେ କଂଗ୍ରେସ ନେତାମାନେ ଏକାଠି ହୋଇଛନ୍ତି। ନିରଞ୍ଜନଙ୍କୁ ହଟାଇ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ପିସିସି ସଭାପତି କରିବା ପାଇଁ ନେତାମାନେ ଦାବି କରଯାଇଥିଲା।

ପଢନ୍ତୁ: ଇଗ୍ନାଇଟ୍‌ ଫିଲ୍ମ ଫେଷ୍ଟିଭାଲ ୨୦୨୦ ପାଇଁ ଫିଲ୍ମ ଆହ୍ୱାନ ଆରମ୍ଭ

ସମ୍ବନ୍ଧିତ ଖବର

ଦିଲ୍ଲୀର ବସ୍‌ରେ ମହିଳାଙ୍କୁ ମିଳିବ ମାଗଣା ଟିକେଟ

Ratnamani Maharana

କ୍ଷେତରେ ନିଆଁ ଲଗାଇ ଦିଲ୍ଲୀ ପ୍ରଦୂଷଣକୁ ବଢ଼ାଉଥିବା ୨,୯୨୩ ଚାଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ପଞ୍ଜାବ ସରକାର

Ratnamani Maharana

ସ୍ବର୍ଗଦ୍ବାରର ହେବ ନବକଳେବର, ବିଜୁଙ୍କ ସମାଧି ଭାଙ୍ଗିବାକୁ ନବୀନଙ୍କ ଘୋଷଣା

Ratnamani Maharana

ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌, ହେଲେ ଜେଲ୍‌ରେ ରହିବେ

Ratnamani Maharana

ମୋଦୀଙ୍କ ନିମନ୍ତ୍ରଣ ରକ୍ଷାକରି ଭାରତ ଆସିପାରନ୍ତି ଡୋନାଲ୍ଡ ଟ୍ରମ୍ପ୍‌

Ratnamani Maharana

ଜାନୁଆରି ୧୮ରୁ ହାର୍ଦ୍ଦିକ ପଟେଲ ନିଖୋଜ

Ratnamani Maharana