ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବିଜେଡି କ୍ୟାମ୍ପରୁ ଧାମନଗର ପାଇଁ ଅବନ୍ତୀ ଦାସଙ୍କ ନାଁ ଘୋଷଣା ହେବା ପରେ , ରାଜେନ୍ଦ୍ର ଦାସଙ୍କ ସମର୍ଥକ ଖୋଲାଖୋଲି ନିଜର ଅସନ୍ତୋଷ ଜାହିର କରିଛନ୍ତି ।
ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ନାମାଙ୍କନ ଦାଖଲର ଶେଷ ଦିନରେ ନୋମିନେସନ ଫାଇଲ୍ କରିବେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ । ଏହି ଅବସରରେ ଆୟୋଜିତ ହେବ ଶୋଭାଯାତ୍ରା ଓ ବହୁ ବରିଷ୍ଠ ନେତା ଏଥିରେ ସାମିଲ ହେବେ। ଅନ୍ୟପଟେ ଧାମନଗରରେ ବିଜେଡି ନେତା ରାଜେନ୍ଦ୍ର ଦାସଙ୍କୁ ନେଇ ସୃ୍ଷ୍ଟି ହୋଇଛି ସସପେନ୍ସ । ବିଜେଡିର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ମଧ୍ୟ ଆଜି ନାମାଙ୍କନ ଦାଖଲ କରି ପାରନ୍ତି । ପୂର୍ବରୁ ଟିକେଟ ଆଶାୟୀ ଥିବା ରାଜେନ୍ଦ୍ର ଦାସ ଏବେ ସ୍ବାଧୀନ ପ୍ରାର୍ଥୀ ହେବା ନେଇ ଜୋର୍ ଧରିଛି ଚର୍ଚ୍ଚା । ବିଜେଡି କ୍ୟାମ୍ପରୁ ଧାମନଗର ପାଇଁ ଅବନ୍ତୀ ଦାସଙ୍କ ନାଁ ଘୋଷଣା ହେବା ପରେ , ରାଜେନ୍ଦ୍ର ଦାସଙ୍କ ସମର୍ଥକ ଖୋଲାଖୋଲି ନିଜର ଅସନ୍ତୋଷ ଜାହିର କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।