ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଯଶସ୍ବୀ ସଙ୍ଗୀତଜ୍ଞ, ଗୀତିକାର ତଥା ସଂଗୀତ ନିର୍ଦେଶକ ପ୍ରଫୁଲ୍ଲ କରଙ୍କ ପାର୍ଥୀବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଭୁବନେଶ୍ବରରୁ ମରଶରୀର ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡ ଦେଇ ତାଙ୍କର ମରଶରୀରକୁ ଶୋଭାଯାତ୍ରାରେ ସ୍ବର୍ଗଦ୍ବାର ନିଆଯାଇଥିଲା।
ଯଶସ୍ବୀ ସଙ୍ଗୀତଜ୍ଞ, ଗୀତିକାର ତଥା ସଂଗୀତ ନିର୍ଦେଶକ ପ୍ରଫୁଲ୍ଲ କରଙ୍କ ପାର୍ଥୀବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଭୁବନେଶ୍ବରରୁ ମରଶରୀର ଆସି ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡ ଦେଇ ତାଙ୍କର ମରଶରୀରକୁ ଶୋଭାଯାତ୍ରାରେ ସ୍ବର୍ଗଦ୍ବାର ନିଆଯାଇଥିଲା। ସୋମବାର ଅପରାହ୍ଣ ପ୍ରାୟ ୪ଟା ୫୦ ସମୟରେ ସେଠାରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସଂପନ୍ନ ହୋଇଛି। ବଡ଼ପୁଅ ମହାଦୀପ କର ମୁଖାଗ୍ନି ଦେଇଛନ୍ତି।ଅନ୍ତିମ ସଂସ୍କାର ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ମନ୍ତ୍ରୀ ପ୍ରତାପ ଜେନା ଓ ସମୀର ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମାଙ୍କ ସମେତ ସ୍ବଗତଃ କରଙ୍କ ସାନପୁଅ ମହାପ୍ରସାଦ କର, ଝିଅ ସନ୍ଧ୍ୟାରାଣୀ, ୨ ବୋହୂ, ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି ଡ. କେ.ବିଶାଳ ସିଂହ, ଉପଜିଲ୍ଲାପାଳ ଭବତରଣ ସାହୁ, ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ବୁଦ୍ଧିଜୀବୀ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।