ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଏଥର ନିର୍ବାଚନରେ ୯୧ ହଜାର ୯୧୩ ଓ୍ୱାର୍ଡ ମେମ୍ବର, ୬, ୭୯୪ ସରପଞ୍ଚ, ୬, ୭୯୩ ସମିତି ସଭ୍ୟ ଓ ୮୫୩ ଜିଲ୍ଲା ପରିଷଦ ସଭ୍ୟଙ୍କ ଲାଗି ମତଦାନ ହେବ
ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି। ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଛି। ଆସନ୍ତା ଫେବୃଆରୀ ୧୬, ୧୮, ୨୦, ୨୨, ଓ ୨୪ ତାରିଖରେ ମତଦାନ ହେବ। ପ୍ରାର୍ଥୀମାନେ ୧୭ରୁ ୨୧ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରିବେ। ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ, ୨୫ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହର ଏବଂ ସେହିଦିନ ଅର୍ଥାତ୍ ୨୫ ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
ଅନ୍ୟପକ୍ଷେ, ଏଥର ଭୁବନେଶ୍ୱର ମହାନଗରରେ ହୋଇପାରନ୍ତି ମହିଳା ମେୟର। ୩ ମହାନଗର ପାଇଁ ମେୟର ପଦବୀ ନିମନ୍ତେ ଚିଠା ତାଲିକା ପ୍ରକାଶ ପାଇଛି। ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମହାନଗର ନିଗମ ମେୟର ପାଇଁ ଚିଠା ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ଭୁବନେଶ୍ୱର ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ କଟକ ଅଣସଂରକ୍ଷିତ ରହିଛି। ସେହିପରି ବ୍ରହ୍ମପୁର ମହାନଗର ନିଗମ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। କାହାର କିଛି ଆପତ୍ତି କିମ୍ବା କୌଣସି ପରାମର୍ଶ ଥିଲେ ଆସନ୍ତା ୧୫ ଦିନ ମଧ୍ୟରେ ଜଣାଇପାରିବେ ବୋଲି ଦର୍ଶାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।