Loading...

ଆଜି ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଗିରଫ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଆଜି

ଆଜି ସାମ୍ବାଦିକାଙ୍କୁ ମାଡ଼ ମାମଲାରେ ଗିରଫ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଆଜି

ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ ।

ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.