ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବଜେଟ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟବ ବରାଦ କରାଯାଇଛି । ଏଥିରେ କୃଷି ବିଭାଗକୁ ମିଳିଛି ୨୪ ହଜାର ୮୨୯ କୋଟି ଟଙ୍କା । ସ୍ୱାସ୍ଥ୍ୟ ବିଭାଗ ପାଇଁ ରହିଛି ୧୫ ହଜାର ୭୫୬ କୋଟି ।
ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବଜେଟ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟବ ବରାଦ କରାଯାଇଛି । ଏଥିରେ କୃଷି ବିଭାଗକୁ ମିଳିଛି ୨୪ ହଜାର ୮୨୯ କୋଟି ଟଙ୍କା । ସ୍ୱାସ୍ଥ୍ୟ ବିଭାଗ ପାଇଁ ରହିଛି ୧୫ ହଜାର ୭୫୬ କୋଟି । ଗଣଶିକ୍ଷା ବିଭାଗ ପାଇଁ ବଜେଟରେ ବ୍ୟୟ ଅଟକଳ ହୋଇଛି ୨୨ ହଜାର ୫୨୭ କୋଟି ଟଙ୍କା । ମିଶନ ଶକ୍ତି ବିଭାଗ ପାଇଁ ରହିଛି ୨ ହଜାର ୫୫୪ କୋଟି ଟଙ୍କା । ସେହିପରି ଖାଦ୍ୟ ଯୋଗାଣ ବିଭାଗ ପାଇଁ ବଜେଟରେ ରହିଛି ୧୨୨୯ କୋଟି ଟଙ୍କା । ପଞ୍ଚାୟତିରାଜ ବିଭାଗ ପାଇଁ ୨୫ ହଜାର ୩୧୮ କୋଟି ବଜେଟରେ ବ୍ୟୟ ବରାଦ କରାଯାଇଛି । ଜଳ ସମ୍ପଦ ବିଭାଗ ପାଇଁ ୧୦ ହଜାର ୭୭୫ କୋଟି ଟଙ୍କା ରହିଥିବାବେଳେ ଶକ୍ତି ବିଭାଗ ପାଇଁ ୩୦୦୨ କୋଟି ଟଙ୍କା ବଜେଟରେ ବ୍ୟୟବରାଦ କରାଯାଇଛି ।
ଅନ୍ୟପଟେ ମହିଳା ଶିଶୁ ବିକାଶ ବିଭାଗ ପାଇଁ ୩୬୭୦ କୋଟି ଟଙ୍କା ରହିଛି । ଉଚ୍ଚଶିକ୍ଷା ବିଭାଗ ପାଇଁ ୩୧୭୩ କୋଟି ବଜେଟରେ ବ୍ୟବ ବରାଦ କରାଯାଇଥିବାବେଳେ ମତ୍ସ୍ୟ ଓ ପଶୁପାଳନ ବିଭାଗ ପାଇଁ ବଜେଟରେ ରହିଛି ୧୭୬୯ କୋଟି ଟଙ୍କା । ଯୋଜନା ଓ ସଂଯୋଜନା ବିଭାଗକୁ ୧୩ ହଜାର ୧୦୪ କୋଟି । ପର୍ଯ୍ୟଟନ ବିଭାଗକୁ ମିଳିଛି ୬୬୦ କୋଟି । ହସ୍ତତନ୍ତ ହସ୍ତଶିଳ୍ପ ୨୧୯ କୋଟି । ଜଙ୍ଗଲ ପରିବେଶ ଜଳବାୟୁ ପରିବର୍ତ୍ତନ ବିଭାଗକୁ ମିଳିଛି ୨ ହଜାର ୧୮୪ କୋଟି । ନଗର ଉନ୍ନୟନ ଦବିଭାଗକୁ ମିଳିଛି ୭ ହଜାର ୯୧୪ କୋଟି ଟଙ୍କା । ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରୟୁକ୍ତି ବିଦ୍ୟା ବିଭାଗ ପାଇଁ ବ୍ୟବ ବରାଦ ୩୫୬ କୋଟି ଟଙ୍କା । ଅଣୁ-କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପାଇଁ ୬୪୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।