ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
OCS ପରୀକ୍ଷା ନେଇ ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି OCSରେ ଗୋଟିଏ ଅପ୍ସନାଲ୍। ଓଡ଼ିଶା ସିଭିଲ ସର୍ଭିସେସ୍ ଏକଜାମ୍ ସଂଶୋଧନ ପ୍ରସ୍ତାବକୁ ମଂଜୁରୀ ମିଳିଛି।
OCS ପରୀକ୍ଷା ନେଇ ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି OCSରେ ଗୋଟିଏ ଅପ୍ସନାଲ୍। ଓଡ଼ିଶା ସିଭିଲ ସର୍ଭିସେସ୍ ଏକଜାମ୍ ସଂଶୋଧନ ପ୍ରସ୍ତାବକୁ ମଂଜୁରୀ ମିଳିଛି। ପୂର୍ବରୁ ହେଉଥିବା ୨୨୫୦ ମାର୍କର ପରୀକ୍ଷାରେ ସଂଶୋଧନ ହୋଇଛି। ଏଣିକି ଇଣ୍ଟରଭ୍ୟୁକୁ ମିଶାଇ ମୋଟ ୨୦୦୦ ମାର୍କର ପରୀକ୍ଷା ହେବ। UPSC ଭଳି ଏଣିକି OCSରେ ଗୋଟିଏ ଅପ୍ସନାଲ୍ ବ୍ୟବସ୍ଥା ରହିବ।
ଅର୍ଥାତ୍ ଆଉ ୨ଟି ନୁହେଁ, ଏଣିକି ଗୋଟିଏ ଅପସନାଲ୍ ବିଷୟ ଆଶାୟୀ ବାଛିବେ। ପୂର୍ବରୁ ବାଧ୍ୟତାମୂଳକ ଥିବା ଇଂରାଜୀ ପ୍ରବନ୍ଧ ଲିଖନରେ ବି ସଂଶୋଧନ କରାଯାଇଛି। ଇଂରାଜୀ କିମ୍ବା ଓଡ଼ିଆରେ ଗୋଟିଏ ପ୍ରବନ୍ଧ ଲେଖିପାରିବେ ପରୀକ୍ଷାର୍ଥୀ। ସେହିପରି ସାକ୍ଷାତକାର ମଧ୍ୟ ଓଡ଼ିଆରେ ହେବ, ଯିଏ ଚାହିଁବେ ଇଂରାଜୀରେ ଦେଇପାରିବେ। କେତେଥର କେଉଁ ବର୍ଗ ପରୀକ୍ଷା ଦେଇପାରିବେ, ତାହା ମଧ୍ୟ ସଂଶୋଧନ କରାଯାଇଛି। ଅଣସଂରକ୍ଷିତ ବର୍ଗ ୪ ଥର ଦେଇପାରୁଥିଲେ, ଏବେ ୬ ଥର ଦେଇପାରିବେ। SC/ST ବର୍ଗ ପୂର୍ବଭଳି ଯେତେଥର ଚାହିଁବେ ପରୀକ୍ଷା ଦେଇପାରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।