ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କୋଭିଡ କଟକଣା ଭିତରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ ।
କୋଭିଡ କଟକଣା ଭିତରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଚଳିତ ମାସ ୨୦ ତାରିଖରୁ ସିଭିଲ୍ ସର୍ଭିସ୍ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀମାନେ କୋଭିଡ୍ ମାର୍ଗଦର୍ଶିକା ପାଳନ କରିବାକୁ ଓଡ଼ିଶା ଲୋକସେବା ଆୟୋଗର ସଚିବ ପରାମର୍ଶ ଦେଇଛନ୍ତି । ପରୀକ୍ଷାର୍ଥୀମାନେ ଏନ୍-୯୫ ମାସ୍କ ପିନ୍ଧିବାକୁ କୁହାଯାଇଛି । ମାସ୍କ ପିନ୍ଧି ନଥିବା ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ ।
କେବଳ ପରୀକ୍ଷା ପରିଚାଳନାରେ ସଂପୃକ୍ତ ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ । ପରୀକ୍ଷାର୍ଥୀମାନେ ନିଜ ସାନିଟାଇଜର ସାଥିରେ ନେଇପାରିବେ । ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସାନିଟାଇଜର ବ୍ୟବସ୍ଥା କରାଯାଇଛି । ପରୀକ୍ଷା କେନ୍ଦ୍ର ଓ ପରିସରରେ ସାମାଜିକ ଦୂରତ୍ବ ରକ୍ଷା କରିବାକୁ କୁହାଯାଇଛି । ଯଦି କୌଣସି ପରୀକ୍ଷାର୍ଥୀଙ୍କର କୋଭିଡ୍ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ କେନ୍ଦ୍ରରେ ଥିବା ପରୀକ୍ଷା ପରିଚାଳକଙ୍କୁ ଜଣାଇବେ ।
କୋଭିଡ ଲକ୍ଷଣ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ପୃଥକବାସ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛି । ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଜାରି ଏସଓପିରେ କୋଭିଡ୍ ନିୟମାବଳୀର କଡାକଡି ପାଳନ ନିମନ୍ତେ ପରାମର୍ଶ ଦିଆଯାଇଛି । ଓଡିଶାରେ କୋଭିଡ ସଂକ୍ରମଣ ଦୈନିକ ୧୦ ହଜାର ପାର କରିଥିବା ସ୍ୱତେ ମଧ୍ୟ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ ହେବାକୁ ଥିବା ଏହି ପ୍ରଶାସନିକ ପରୀକ୍ଷା ଆଦିକୁ ସଠିକ ମାର୍ଗରେ ପରିଚାଳନା କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।