ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ରାଜ୍ୟରୁ ଉଠିଲା ଚୁକ୍ତିଭିତ୍ତିକ ଚାକିରି ପ୍ରକ୍ରିୟା । ଏଣିକି ନିୟମିତ ହେବେ ସବୁ କର୍ମଚାରୀ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟରୁ ଉଠିଲା ଚୁକ୍ତିଭିତ୍ତିକ ଚାକିରି ପ୍ରକ୍ରିୟା । ଏଣିକି ନିୟମିତ ହେବେ ସବୁ କର୍ମଚାରୀ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ତରଫରୁ ଏନେଇ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା । ତେବେ ଚୁକ୍ତି ଭିତ୍ତିକ ନିଯୁକ୍ତି ଉଠିବା ପରେ ସେଲିବ୍ରେସନ କରିଛନ୍ତି ଠିକା କର୍ମଚାରୀ । ବଜା ବଜାଇ ବାଣ ଫୁଟାଇ ଭୁବନେଶ୍ୱରରେ ଖୁସି ଜାହିର କରିଛନ୍ତି ଚୁକ୍ତି ଭିତ୍ତିକ କର୍ମଚାରୀ । ଏହାସହିତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।