EnewsOdia.Com

ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶା ସମଗ୍ର ବିଶ୍ବ ପାଇଁ ଉଦାହରଣ

ବିପର୍ଯ୍ୟୟ ମୁକାବିଲାରେ ଓଡିଶା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି ।  ଓଡ଼ିଶା ବିଶ୍ୱପାଇଁ ବେଞ୍ଚମାର୍କ ପାଲଟିଛି । ଭୁବନେଶ୍ୱରରେ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳନ ଉତ୍ସବରେ ଯୋଗଦେଇ ଏହି ବକ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ କହିଥିଲେ, ଜଳବାୟୁ ପରିବର୍ତ୍ତନ ହେତୁ ଭିନ୍ନ ଭିନ୍ନ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳୁଛି, ତେଣୁ ଏହାର ମୁକାବିଲା ଲାଗି ଆମକୁ ପ୍ରସ୍ତୁତ ହେବାକୁ ହେବ। ଓଡ଼ିଶାରେ ଫନି ଭଳି ବିପର୍ଯ୍ୟୟର ସଫଳ ମୁକାବିଲା ଲାଗି ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ମଙ୍ଗଳବାର  ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳନ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି। ଏଥିସହ ମୁଖ୍ୟସଚିବ ଅସିତ ତ୍ରିପାଠୀ ଓ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ସମ୍ମାନିତ କରାଯାଇଥିଲା।

ପଢନ୍ତୁ: ଆତଙ୍କବାଦୀଙ୍କ ହିଟ୍‌ ଲିଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କ୍ୟାପଟେନ ବିରାଟ କୋହଲି

ସମ୍ବନ୍ଧିତ ଖବର

ଆଜି ଗାଇସିଲଟରେ ଗଡିବ ନବୀନଙ୍କ ପ୍ରଚାର ଗାଡି, ମୈଦାନରେ ଟକ୍କର ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ratnamani Maharana

ବିଜେପୁରରେ ନବୀନଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

Ratnamani Maharana

ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ଆକଳନ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

Ratnamani Maharana

ପରବର୍ତ୍ତୀ ଦଲାଇ ଲାମା ଚୟନ ନେଇ ଚୀନର ଦାବି

Ratnamani Maharana

ଭାରତ ମାନଚିତ୍ରରୁ ଲିଭିଲା ଜାମ୍ମୁକାଶ୍ମୀର ରାଜ୍ୟର ଭୂଗୋଳ

Ratnamani Maharana

ଲୋକଙ୍କ ସହ ଧାଡ଼ିରେ ଛିଡ଼ାହୋଇ ଆହାର କେନ୍ଦ୍ରରେ ଭାତ ଡାଲମା ଖାଇଲେ ଭି.କେ ପାଣ୍ଡିଆନ

Ratnamani Maharana