Loading...

ଆଜିଠୁ ୧୭ ତାରିଖ ଯାଏ ସମ୍ପୂର୍ଣ୍ଣ ବନ୍ଦ ରହିବ ହାଇକୋର୍ଟ

ଆଜିଠୁ ୧୭ ତାରିଖ ଯାଏ ସମ୍ପୂର୍ଣ୍ଣ ବନ୍ଦ ରହିବ ହାଇକୋର୍ଟ

ସାରା ରାଜ୍ୟରେ  ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟକୁ ବନ୍ଦ ରଖାଯାଇଛି ।

ସାରା ରାଜ୍ୟରେ  ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ହାଇକୋର୍ଟକୁ ବନ୍ଦ ରଖାଯାଇଛି । ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ହାଇକୋର୍ଟକୁ ବନ୍ଦ ରଖାଯାଇଛି । କରୋନା ସ୍ଥିତିକୁ ନଜରରେ ରଖି ହାଇକୋର୍ଟକୁ ୫ ଦିନ ପାଇଁ ସଟଡାଉନ୍ ଘୋଷଣା କରାଯାଇଛି । ଆଜିଠାରୁ ଅର୍ଥାତ ୧୩ ଜାନୁଆରୀରୁ ୧୭ ଜାନୁଆରୀ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ୫ ଦିନ ବନ୍ଦ ରହିବା ପରେ ୧୮ ତାରିଖରୁ ପୁଣି ହାଇକୋର୍ଟର କାର୍ଯ୍ୟ ଆରମ୍ଭ ହେବ । ୧୮ ଜାନୁଆରୀରୁ କେବଳ ଦୁଇଟି ଡିଭିଜନ ବେଞ୍ଚ ଓ ୭ଟି ସିଙ୍ଗଲ ବେଞ୍ଚ ଚାଲିବ । ଫେବ୍ରୁଆରି ୪ ତାରିଖ ପର୍ଯ୍ୟନ୍ତ ଏହିପରି ଭାବେ ଚାଲିବ କୋର୍ଟ କାର୍ଯ୍ୟ । ଏହି ସମୟ ମଧ୍ୟରେ ହେବାକୁ ଥିବା ସମସ୍ତ ଶୁଣାଣି ବାତିଲ କରାଯାଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.